Advertisment

ରାଜ୍ୟସଭା ଟିକେଟ ପାଇଁ ରେସରେ କିଏ?

ଓଡ଼ିଶାର ଖାଲି ପଡୁଥିବା ୩ ରାଜ୍ୟସଭା ଆସନ ପାଇଁ ହେବ ନିର୍ବାଚନ।

author-image
Manoj Swain

ଆସନ୍ତା ଫେବ୍ରୁଆରୀ ୨୭ରେ ହେବ ରାଜ୍ୟସଭା ନିର୍ବାଚନ। ଓଡ଼ିଶାର ଖାଲି ପଡୁଥିବା ୩ ରାଜ୍ୟସଭା ଆସନ ପାଇଁ ହେବ ନିର୍ବାଚନ। ଏଥିନିମନ୍ତେ ତାରିଖ ଘୋଷଣା କଲେ ନିର୍ବାଚନ କମିଶନ। ଆସନ୍ତା ଏପ୍ରିଲ ୩ରେ ଓଡ଼ିଶାର ୩ ରାଜ୍ୟସଭା ସାଂସଦଙ୍କ କାର୍ଯ୍ୟକାଳ ସରିବ। ଏହି ୩ ସାଂସଦ ହେଲେ ବିଜେଡିର ଅମର ପଟ୍ଟନାୟକ ଓ ପ୍ରଶାନ୍ତ ନନ୍ଦ ଏବଂ ବିଜେପିର ଅଶ୍ୱିନୀ ବୈଷ୍ଣବ। ତେବେ ବିଜେଡି ପାଖରେ ଆବଶ୍ୟକ ଭୋଟ୍ ଥିବାରୁ ଦଳ କାହାକୁ ରାଜ୍ୟସଭା ପଠେଇବ ତାକୁ ନେଇ କଳ୍ପନାଜଳ୍ପନା ଆରମ୍ଭ ହୋଇଛି। ଦେଖନ୍ତୁ ପୂରା ରିପୋର୍ଟ। 

Advertisment
Odisha Rajya Sabha Election