Advertisment

ନିର୍ବାଚନ କମିଶନଙ୍କ କାର୍ଯ୍ୟାନୁଷ୍ଠାନ: ଆଇପିଏସ୍‌ ଡିଏସ କୁଟ୍ଟେ ନିଲମ୍ବିତ

ବିଜେଡି ପାଇଁ ରାଜନୀତି କରିବା ଦୁଇ ବରିଷ୍ଠ ଆଇପିଏସ୍ ଅଫିସରଙ୍କୁ ମହଙ୍ଗା ପଡ଼ିଛି । ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସଚିବ ୧୯୯୭ ବ୍ୟାଚ୍ ଆଇପିଏସ୍ ଡିଏସ କୁଟ୍ଟେଙ୍କୁ ଚାକିରିରୁ ନିଲମ୍ବନ କରାଯାଇଛି।

ଅଦ୍ୟତନ ହୋଇଛି
Advertisment

ବିଜେଡି ପାଇଁ ରାଜନୀତି କରିବା ଦୁଇ ବରିଷ୍ଠ ଆଇପିଏସ୍ ଅଫିସରଙ୍କୁ ମହଙ୍ଗା ପଡ଼ିଛି । ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସଚିବ ୧୯୯୭ ବ୍ୟାଚ୍ ଆଇପିଏସ୍ ଡିଏସ କୁଟ୍ଟେଙ୍କୁ ଚାକିରିରୁ ନିଲମ୍ବନ କରାଯାଇଛି ଓ ତାଙ୍କୁ ଆଜି ଅପରାହ୍ନ ୩ଟା ସୁଦ୍ଧା ଦିଲ୍ଲୀରେ ଯୋଗ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି । ଚିଲିକା ବିଧାୟକ ତଥା ଖୋର୍ଦ୍ଧା ବିଜେପି ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଇଭିଏମ୍ ମେସିନ୍ ଭଙ୍ଗା ଘଟଣାରେ ଫସାଇବା ଡିଏସ୍ କୁଟ୍ଟେଙ୍କୁ ମହଙ୍ଗା ପଡ଼ିଛି। ସେହିପରି ୨୦୧୦ ବ୍ୟାଚ୍ ଆଇପିଏସ୍ ଆଶିଷ କୁମାର ସିଂଙ୍କ ସ୍ୱାସ୍ଥ୍ୟ ଖରାପର ଯାଂଚ ଭୁବନେଶ୍ୱର ଏମସ୍ ଡାକ୍ତର ବୋର୍ଡ କରିବାକୁ ନିର୍ବାଚନ କମିଶନ ନିର୍ଦ୍ଦେଶ ଦେଇଛନ୍ତି ।

Advertisment
Eci IPS DS Kuttey Odisha
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe