ଭଣ୍ଡାରିପୋଖରୀ ବିଧାୟକ ପ୍ରଫୁଲ୍ଲ ସାମଲଙ୍କ ଘରେ ଇଡି ରେଡ୍। ୨୦ କୋଟି ଟଙ୍କାର ଜମି ଦୁର୍ନୀତି ମାମଲାରେ ରେଡ୍ ସୂଚନା। ଭୁବନେଶ୍ୱରରେ ୪ଟି ଓ ଭଦ୍ରକ ସହରର ୬ଟି ସ୍ଥାନରେ ରେଡ୍। ଏହାକୁ ନେଇ କିଛି ଏଭଳି କହିଛନ୍ତି ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ମାଝୀ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।