ଭଣ୍ଡାରିପୋଖରୀ ବିଧାୟକ ପ୍ରଫୁଲ୍ଲ ସାମଲଙ୍କ ଘରେ ଇଡି ରେଡ୍। ୨୦ କୋଟି ଟଙ୍କାର ଜମି ଦୁର୍ନୀତି ମାମଲାରେ ରେଡ୍ ସୂଚନା। ଭୁବନେଶ୍ୱରରେ ୪ଟି ଓ ଭଦ୍ରକ ସହରର ୬ଟି ସ୍ଥାନରେ ରେଡ୍। ଏହାକୁ ନେଇ କିଛି ଏଭଳି କହିଛନ୍ତି ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ମାଝୀ।