Advertisment

ସାମ୍ବାଦିକଙ୍କ ପ୍ରଶ୍ନରେ ରାଗିଗଲେ ବିଜେଡି ବିଧାୟକ

ଗତକାଲି ଇଡି ଟିମ୍‌ ଭଦ୍ରକ ସହରର ୬ଟି ସ୍ଥାନରେ ଓ ଭୁବନେଶ୍ୱରର ୪ଟି ସ୍ଥାନରେ ରେଡ୍‌ କରିଥିଲେ।

Advertisment

ଗୁରୁବାର ସକାଳେ ଇଡି ଭଣ୍ଡାରିପୋଖରୀ ବିଧାୟକ ପ୍ରଫୁଲ୍ଲ ସାମଲଙ୍କ ଭଦ୍ରକସ୍ଥିତ ଘରେ ଚଢ଼ାଉ କରିଥିବା ବେଳେ ଆଜି ତାଙ୍କ ପୁଅ ପ୍ରୟାସକାନ୍ତି ସାମଲଙ୍କ ଘରେ ପଶିଛି। ଇଡି ଟିମ୍‌ ପ୍ରୟାସକାନ୍ତିଙ୍କ ଭୁବନେଶ୍ୱରର ପଳାଶପଲ୍ଲୀ ଘରୁ ୧୦ ଲକ୍ଷ ଟଙ୍କା ସହ ଏକ ଫର୍ଚ୍ୟୁନର କାର୍‌ ଜବତ କରିଛି। ବରପଦା ଇଞ୍ଜିନିୟରିଂ କଲେଜରେ ପ୍ରାୟ ୨୦କୋଟି ଟଙ୍କାର ଅର୍ଥ ହେରଫେର ହୋଇଥିବା ଅଭିଯୋଗ ହୋଇଥିଲା। ଏହି ଅଭିଯୋଗ ଆଧାରରେ ଗତକାଲି ଇଡି ଟିମ୍‌ ଭଦ୍ରକ ସହରର ୬ଟି ସ୍ଥାନରେ ଓ ଭୁବନେଶ୍ୱରର ୪ଟି ସ୍ଥାନରେ ରେଡ୍‌ କରିଥିଲେ। ଏହି ଘଟଣାକୁ ନେଇ ଗତକାଲି ସାମ୍ବାଦିକଙ୍କ ପ୍ରଶ୍ନରେ ରାଗିଯାଇଥିଲେ ବିଜେଡି ବିଧାୟକ ପ୍ରଫୁଲ୍ଲ ସାମଲ। 

Advertisment
ED Raid BjD Odisha
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe