ଇଡ଼ି ବାନ୍ଧି ଦେବ ନା କଣ ? | Odisha Reporter
Advertisment
ପୂର୍ବତନ ମନ୍ତ୍ରୀ ତଥା ଭଣ୍ଡାରିପୋଖରୀ ବିଧାୟକ ପ୍ରଫୁଲ୍ଲ ସାମଲ ଓ ତାଙ୍କ ପୁଅ ପ୍ରୟାସକାନ୍ତିଙ୍କ ପାଇଁ ଦିନକୁ ଦିନ ଅଡ଼ୁଆ ବଢ଼ିବାରେ ଲାଗିଛି। ତିନି ଦିନ ତଳେ ପ୍ରଫୁଲ୍ଲଙ୍କ ଘର ସମେତ ୧୦ଟି ସ୍ଥାନରେ ଇଡି ରେଡ୍ କରିଥିବା ବେଳେ ଏବେ ପ୍ରଫୁଲ୍ଲ ସାମଲ ଓ ତାଙ୍କ ପୁଅକୁ ଇଡି ସମନ କରିଛି। ଦେଖନ୍ତୁ ପୂରା ରିପୋର୍ଟ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us