ନ୍ୟାଶନାଲ କନଫରେନ୍ସର ମୁଖ୍ୟ ତଥା ଜମ୍ମୁ ଓ କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଫାରୁକ ଅବଦୁଲ୍ଲାଙ୍କୁ ସମନ୍ କରିଛି ଇଡି । ଜମ୍ମୁ ଓ କଶ୍ମୀର କ୍ରିକେଟ ଆସୋସିଏସନର ଟଙ୍କା ହେରଫେର ମାମଲାରେ ତାଙ୍କୁ ଆଜି ହାଜର ହେବା ପାଇଁ ସମନ ଜାରି କରାଯାଇଛି ।
୮୬ ବର୍ଷୀୟ ଫାରୁକ ଅବଦୁଲ୍ଲାଙ୍କୁ ଶ୍ରୀନଗରସ୍ଥିତ ଇଡି ଅଫିସରେ ହାଜର ହେବା ପାଇଁ କୁହାଯାଇଛି । ଜମ୍ମୁ ଓ କଶ୍ମୀର କ୍ରିକେଟ ସୋସିଏସନର ଟଙ୍କାକୁ ବେଆଇନ ଭାବେ କିଛି ବ୍ୟକ୍ତିଙ୍କ ଆକାଉଣ୍ଟରେ ଜମା କରାଯାଇଥିବା ଅଭିଯୋଗ ରହିଛି । ଏନେଇ କ୍ରିକେଟ ଆସୋସିଏସନର କର୍ମକର୍ତ୍ତାଙ୍କ ବିରୋଧରେ ସିବିଆଇ ତଦନ୍ତ ଜାରି ରହିଛି ।
୨୦୦୧ରୁ ୨୦୧୨ ମଧ୍ୟରେ ଫାରୁକ୍ ଅବଦୁଲ୍ଲା ଜମ୍ମୁ ଓ କଶ୍ମୀର କ୍ରିକେଟ ଆସୋସିଏସନର ସଭାପତି ଥିଲେ। ଉକ୍ତ ସମୟରେ ସେ ନିଜ ପଦର ଦୁରୂପଯୋଗ କରି ବେଆଇନ ନିଯୁକ୍ତି ଦେବା ସହ ଟଙ୍କା ହେରଫେର କରିଥିବା ଅଭିଯୋଗ ହୋଇଛି । ଏନେଇ ସିବିଆଇ ଓ ଇଡି ପକ୍ଷରୁ ତଦନ୍ତ ଚାଲିଛି ।
Also Read
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ନିର୍ବାଚନ ନିୟମରେ ସଂଶୋଧନ: ବ୍ୟବସ୍ଥିତ ଷଡ଼ଯନ୍ତ୍ର କଥା କହି କେନ୍ଦ୍ରକୁ ଟାର୍ଗେଟ କଲେ ଖଡଗେ
କେନ୍ଦ୍ର ସରକାର ନିର୍ବାଚନ କମିଶନଙ୍କ ସ୍ୱାଧୀନତାରେ ବୁଝମଣା କରିବାରେ ଲାଗିଛନ୍ତି ଓ ଏପରି ସଂଶୋଧନ ସମ୍ବିଧାନ ଓ ଗଣତନ୍ତ୍ର ଉପରେ ଆକ୍ରମଣ ବୋଲି ଖଡଗେ ଅଭିଯୋଗ କରିଛନ୍ତି।
Politics
ବିଜୁ ବାବୁ ଡେଙ୍ଗା, ଜୟ ବାବୁ ଡେଙ୍ଗା...
କିଏ ଓ କାହିଁକି ବୈଜୟନ୍ତ ପଣ୍ଡାଙ୍କ ବିରୋଧରେ ନବୀନ ପଟ୍ଟନାୟକଙ୍କୁ କହୁଥିଲେ।
Politics
ନୂଆବର୍ଷରୁ ଶ୍ରୀମନ୍ଦିରରେ ଧାଡ଼ି ଦର୍ଶନ
ମହିଳା, ଛୋଟ ପିଲା ଓ ବୟସ୍କ ବ୍ୟକ୍ତିମାନଙ୍କ ପାଇଁ ଦର୍ଶନ କିପରି ସୁଙ୍ଗମ ହେବ ସେଥି ପାଇଁ ଭିନ୍ନ ଏକ ବ୍ୟବସ୍ଥା କରାଯାଇଛି।
Politics
ନିଜକୁ ଧିକାର୍ କଲେ ସୌମ୍ୟ, କହିଲେ ବିଜେଡିରେ ମିଶିଥିବାରୁ ଲଜ୍ଜିତ
ନବୀନ ପଟ୍ଟନାୟକ ଜଣେ ଅଦ୍ଭୂତ ପ୍ରେମକାହାଣୀର ନାୟକ। ଯାହାଙ୍କୁ ଓଡ଼ିଶାବାସୀ ଏତେ ଭଲପାଇବା ଦେଲେ, କିନ୍ତୁ ତା’ର ରିଟର୍ଣ୍ଣ ଗିଫ୍ଟ ସେ କ’ଣ ଦେଲେ? ବରିଷ୍ଠ ସାମ୍ବାଦିକ ରୁବେନ୍ ବାନାର୍ଜୀଙ୍କ ଦ୍ୱାରା ଲିଖିତ ପୁସ୍ତକର ଉନ୍ମୋଚନ ଅବସରରେ ଏହି ମନ୍ତବ୍ୟ ଦେଇଛନ୍ତି ସୌମ୍ୟରଞ୍ଜନ ପଟ୍ଟନାୟକ।
Politics
ପୁଣି ଆସିବେ ଶାହ, ୨୮ରେ ସମ୍ବଲପୁର
ଅମିତ ଶାହ ୨୮ତାରିଖରେ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସି ସମ୍ବଲପୁରରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ ।