ଫାରୁକ ଅବଦୁଲ୍ଲାଙ୍କୁ ଇଡିର ସମନ୍, ଆସିଛି ସାଂଘାତିକ ଅଭିଯୋଗ

ନ୍ୟାଶନାଲ କନଫରେନ୍ସର ମୁଖ୍ୟ ତଥା ଜମ୍ମୁ ଓ କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଫାରୁକ ଅବଦୁଲ୍ଲାଙ୍କୁ ସମନ୍ କରିଛି ଇଡି ।

farooq-abdullah

ଜମ୍ମୁ ଓ କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଫାରୁକ ଅବଦୁଲ୍ଲା ।

Niharika Rout
  • Published: Thursday, 11 January 2024
  • Updated: 11 January 2024, 07:38 AM IST

Sports

Latest News

ନ୍ୟାଶନାଲ କନଫରେନ୍ସର ମୁଖ୍ୟ ତଥା ଜମ୍ମୁ ଓ କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଫାରୁକ ଅବଦୁଲ୍ଲାଙ୍କୁ ସମନ୍ କରିଛି ଇଡି । ଜମ୍ମୁ ଓ କଶ୍ମୀର କ୍ରିକେଟ ଆସୋସିଏସନର ଟଙ୍କା ହେରଫେର ମାମଲାରେ ତାଙ୍କୁ ଆଜି ହାଜର ହେବା ପାଇଁ ସମନ ଜାରି କରାଯାଇଛି ।

୮୬ ବର୍ଷୀୟ ଫାରୁକ ଅବଦୁଲ୍ଲାଙ୍କୁ ଶ୍ରୀନଗରସ୍ଥିତ ଇଡି ଅଫିସରେ ହାଜର ହେବା ପାଇଁ କୁହାଯାଇଛି । ଜମ୍ମୁ ଓ କଶ୍ମୀର କ୍ରିକେଟ ସୋସିଏସନର ଟଙ୍କାକୁ ବେଆଇନ ଭାବେ କିଛି ବ୍ୟକ୍ତିଙ୍କ ଆକାଉଣ୍ଟରେ ଜମା କରାଯାଇଥିବା ଅଭିଯୋଗ ରହିଛି । ଏନେଇ କ୍ରିକେଟ ଆସୋସିଏସନର କର୍ମକର୍ତ୍ତାଙ୍କ ବିରୋଧରେ ସିବିଆଇ ତଦନ୍ତ ଜାରି ରହିଛି ।

୨୦୦୧ରୁ ୨୦୧୨ ମଧ୍ୟରେ ଫାରୁକ୍ ଅବଦୁଲ୍ଲା ଜମ୍ମୁ ଓ କଶ୍ମୀର କ୍ରିକେଟ ଆସୋସିଏସନର ସଭାପତି ଥିଲେ। ଉକ୍ତ ସମୟରେ ସେ ନିଜ ପଦର ଦୁରୂପଯୋଗ କରି ବେଆଇନ ନିଯୁକ୍ତି ଦେବା ସହ ଟଙ୍କା ହେରଫେର କରିଥିବା ଅଭିଯୋଗ ହୋଇଛି । ଏନେଇ ସିବିଆଇ ଓ ଇଡି ପକ୍ଷରୁ ତଦନ୍ତ ଚାଲିଛି ।

Also Read

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story