Advertisment

ବିଜେଡି ବିଧାୟକଙ୍କ ଘରେ ପଶିଲା ଇଡି

୨୦ କୋଟି ଟଙ୍କାର ଜମି ଦୁର୍ନୀତି ମାମଲାରେ ରେଡ୍‌ ସୂଚନା। ଭୁବନେଶ୍ୱରରେ ୪ଟି ଓ ଭଦ୍ରକ ସହରର ୬ଟି ସ୍ଥାନରେ ରେଡ୍‌।

author-image
Manoj Swain

ବିଜେଡି ବିଧାୟକଙ୍କ ଘରେ ପଶିଲା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)। ଭଣ୍ଡାରିପୋଖରୀ ବିଧାୟକ ପ୍ରଫୁଲ୍ଲ ସାମଲଙ୍କ ଘରେ ଆଜି ସକାଳେ ଇଡି ପକ୍ଷରୁ ଚଢ଼ାଉ କରାଯାଇଛି। ବିଜେଡି ବିଧାୟକଙ୍କ ଭଦ୍ରକ ନୂଆବଜାର ସ୍ଥିତ ବାସଭବନରେ ଇଡିର ୬ଜଣିଆ ଟିମ୍ ଚଢ଼ାଉ କରିଥିବା ଜଣାଯାଇଛି। ୨୦ କୋଟି ଟଙ୍କାର ଜମି ଦୁର୍ନୀତି ମାମଲାରେ ରେଡ୍‌ ସୂଚନା। ଭୁବନେଶ୍ୱରରେ ୪ଟି ଓ ଭଦ୍ରକ ସହରର ୬ଟି ସ୍ଥାନରେ ରେଡ୍‌।

Advertisment
ED Raid BjD Odisha