Advertisment

ବିଜେଡି ଉପରେ ବର୍ଷିଲେ କେନ୍ଦ୍ରମନ୍ତ୍ରୀ ଗିରିରାଜ ସିଂହ

ନବୀନଙ୍କୁ ସିଧା ହମଲା କରିଛନ୍ତି ଗିରିରାଜ ସିଂହ। ସେ କହିଛନ୍ତି, ଓଡ଼ିଶାରେ ଶାସନ ହିଁ ନାହିଁ। ନବୀନ ବାବୁ ନଜର ବନ୍ଦୀ ହୋଇ ରହିଛନ୍ତି। ନବୀନ ବାବୁ ଓଡ଼ିଆ ଅସ୍ମିତାକୁ ଶେଷ କରି ନିର୍ବାଚନ ପରେ ପାଣ୍ଡିଆନଙ୍କୁ ମୁଖ୍ୟମନ୍ତ୍ରୀ କରିବେ।

Advertisment

ଆଜି ସମ୍ବଲପୁରରେ ନିର୍ବାଚନୀ ପ୍ରଚାର କରିଛନ୍ତି କେନ୍ଦ୍ରମନ୍ତ୍ରୀ ଗିରିରାଜ ସିଂହ। ଏହି ପ୍ରଚାର ମାଧ୍ୟମରେ ସେ ବିଜେପି ପ୍ରାର୍ଥୀଙ୍କ ପାଇଁ ଭୋଟ୍‌ ଭିକ୍ଷା କରିଛନ୍ତି। ଏହି ସମୟରେ ନବୀନଙ୍କୁ ସିଧା ହମଲା କରିଛନ୍ତି ଗିରିରାଜ ସିଂହ। ସେ କହିଛନ୍ତି, ଓଡ଼ିଶାରେ ଶାସନ ହିଁ ନାହିଁ। ନବୀନ ବାବୁ ନଜର ବନ୍ଦୀ ହୋଇ ରହିଛନ୍ତି। ନବୀନ ବାବୁ ଓଡ଼ିଆ ଅସ୍ମିତାକୁ ଶେଷ କରି ନିର୍ବାଚନ ପରେ ପାଣ୍ଡିଆନଙ୍କୁ ମୁଖ୍ୟମନ୍ତ୍ରୀ କରିବେ। ଓଡ଼ିଶାବାସୀ ଏହାକୁ ବିରୋଧ କରିବା ଦରକାର।

Advertisment
Bjp Odisha Sambalpur
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe