ଲୋକେ ପଚାରୁଛନ୍ତି, ଏ ସରକାର କିଏ ଚଳାଉଛି ? ଭୋଟ ଦେଉଛୁ ନବୀନ ବାବୁଙ୍କୁ, କିନ୍ତୁ ରାଜ୍ୟ ଚଳାଉଛନ୍ତି ଆଉ ଜଣେ । ନବୀନ ବାବୁ ସବୁଠୁ ଭଲ ପୁଣି ସବୁଠୁ ଖରାପ । ସେଣେ ସରପଞ୍ଚ କହୁଛନ୍ତି ତୁମେ ଦେଇନ ଭୋଟ, ଆମେ ଦେବୁନୁ ଯୋଜନା ? ଜୟଦେବଙ୍କ ମାଟିରେ ବିକାଶ ଅପହଞ୍ଚ, କେବଳ ଭୋଟ ବେଳେ ପ୍ରଲୋଭନ । ସରିଗଲେ ସେହି ଦୁର୍ଦ୍ଦଶାର ଦୟନୀୟ ଚିତ୍ର । ଓଡ଼ିଶା ରିପୋର୍ଟରର ସ୍ବତନ୍ତ୍ର କାର୍ଯ୍ୟକ୍ରମ ଗାଁ ଗାଁର ପଲିଟିକାଲ ଖଟି କାର୍ଯ୍ୟକ୍ରମରେ ଗାଁର ରାଜନୈତିକ ମାହୋଲ କିପରି ଅଛି ଜାଣିବା ପାଇଁ ଆମ ଟିମ ପହଞ୍ଚିଥିଲା ଏହି ଗାଁରେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
'ପରିସ୍ଥିତି ସୁଧାରିବାରେ ବିଫଳ'; ମଣିପୁର ସରକାରରୁ ସମର୍ଥନ ପ୍ରତ୍ୟାହାର କଲା ଏନପିପି
ମଣିପୁରରେ ବିଜେପି ସରକାରରୁ ସମର୍ଥନ ପ୍ରତ୍ୟାହାର କଲା ନ୍ୟାସନାଲ ପିପୁଲ୍ସ ପାର୍ଟି (ଏନପିପି)। ମୁଖ୍ୟମନ୍ତ୍ରୀ ବୀରେନ ସିଂହଙ୍କ ନେତୃତ୍ୱରେ ବିଜେପି ସରକାର ବର୍ତ୍ତମାନର ପରିସ୍ଥିତିର ମୁକାବିଲା କରିବାରେ ବିଫଳ ହୋଇଥିବା ଅଭିଯୋଗ କରିଛି ଏନପିପି।
Politics
ଦିଲ୍ଲୀ ରାଜନୀତି; କୈଳାଶ ଗଲେ ଅନିଲ ଆସିଲେ
ଅଶୋକ ଗେହଲଟ ଆପ୍ ଛାଡ଼ୁ ଛାଡ଼ୁ ଦଳରେ ଯୋଗ ଦେଇଛନ୍ତି ପୂର୍ବତନ ବିଜେପି ବିଧାୟକ ଅନିଲ ଝା।
Politics
ଇଡି-ସିବିଆଇ ଚାପରେ ଇସ୍ତଫା ଦେଇଛନ୍ତି କୈଳାଶ ଗେହଲଟ: ଆପ୍
ବିଧାନସଭା ନିର୍ବାଚନ ମଧ୍ୟରେ ଆପ୍ ଛାଡ଼ିଛନ୍ତି ଦଳର ବରିଷ୍ଠ ନେତା ତଥା ମନ୍ତ୍ରୀ କୈଳାଶ ଗେହଲଟ।
Politics
ବର୍ଷିଲେ ବିଜେଡି ସାଂସଦ
ମହାପ୍ରଭୁଙ୍କୁ ନେଇ ରାଜନୀତି କରିବା ଛଡ଼ା ବିଜେପି ସରକାରର ଆଉ କିଛି କାମ ନାହିଁ ବୋଲି କହିଛନ୍ତି ସାଂସଦ।