Advertisment

ନିର୍ବାଚନ କମିଶନଙ୍କ ଆକ୍ସନ ପରେ ବିଜେଡିରେ ହଲଚଲ୍ !

ବିଜେଡି ପାଇଁ ରାଜନୀତି କରିବା ଦୁଇ ବରିଷ୍ଠ ଆଇପିଏସ୍ ଅଫିସରଙ୍କୁ ମହଙ୍ଗା ପଡ଼ିଛି ।

Advertisment

ଶାସକ ଦଳ ପ୍ରତି ଅହେତୁକ ଅନୁକମ୍ପା ଅଭିଯୋଗରେ ବଢ଼ିଲା ରାଜ୍ୟର ୨ ଚର୍ଚ୍ଚିତ ଆଇପିଏସ୍ ଡିଏସ୍ କୁଟ୍ଟେ ଏବଂ ଆଶିଷ ସିଂଙ୍କ ଅଡୁଆ। ଆକ୍ସନ ମୋଡକୁ ଆସିଥିବା ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ ପରେ ଚାରିଆଡ଼େ ଏବେ ହଲଚଲ୍। କେଉଁ ଶାରିରୀକ ସମସ୍ୟା ପାଇଁ ମେଡ଼ିକାଲ୍ ଲିଭରେ ଅଛନ୍ତି ମୁଖ୍ୟମନ୍ତ୍ରୀଙ୍କ ସୁରକ୍ଷା ବିଭାଗ ଦାୟିତ୍ବରେ ଥିବା IPS ଆଶିଷ ସିଂ ? ସ୍ୱାସ୍ଥ୍ୟବସ୍ଥା ଯାଞ୍ଚ କରି ରିପୋର୍ଟ ଦେବାକୁ ଭୁବନେଶ୍ବର ଏମସ୍ କର୍ତ୍ତୃପକ୍ଷଙ୍କୁ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ ପରେ ସ୍ବତନ୍ତ୍ର ବୋର୍ଡ ଗଠନ କରାଯାଇଥିବା ସୂଚନା ମିଳିଛି। ଦେଖନ୍ତୁ ପୂରା ରିପୋର୍ଟ। 

Advertisment
Ips Eci Odisha
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe