ଚଳିତ ନିର୍ବାଚନରେ ରାଜ୍ୟର ୧୨ଜଣ ମନ୍ତ୍ରୀ ପରାଜିତ ହୋଇଛନ୍ତି । ବିଜେପିର ସମସ୍ତ ନବାଗତ(କେବେବି ବିଧାୟକ କି ସାଂସଦ ହୋଇନାହାନ୍ତି)ଙ୍କଠୁ ଏହି ମନ୍ତ୍ରୀମାନେ ପରାଜିତ ହୋଇଛନ୍ତି । ୧୧ଜଣ ମନ୍ତ୍ରୀ ନିଜେ ଲଢ଼ୁଥିବାବେଳେ ଜଣେ ମନ୍ତ୍ରୀ ଉଷା ଦେବୀ ତାଙ୍କର ପୁଅ ଚିନ୍ମୟାନନ୍ଦ ସ୍ୱରୂପଦେବଙ୍କୁ ନିର୍ବାଚନ ମଇଦାନକୁ ଓହ୍ଲାଇଥିଲେ । ଦେଖନ୍ତୁ ପୂରା ରିପୋର୍ଟ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories

Politics
ଓଡ଼ିଶା ବିଧାନସଭା ଇତିହାସରେ ପ୍ରଥମ: କଂଗ୍ରେସର ୧୨ ବିଧାୟକ ଏକକାଳୀନ ନିଲମ୍ବିତ, ମୁହାଁମୁହିଁ ସ୍ଥିତି
ବିଧାନସଭାର ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନ ଆରମ୍ଭ ଦିନଠୁ କଂଗ୍ରେସ ରାଜ୍ୟରେ ମହିଳା ନିର୍ଯାତନା ମାମଲା ବୃଦ୍ଧି ପାଉଥିବା ପ୍ରସଙ୍ଗକୁ ନେଇ ସରକାରଙ୍କୁ ଘେରିବାକୁ ଉଦ୍ୟମ କରିଥିଲା । ବିଜେଡି ବିଧାୟକମାନେ ମଧ୍ୟ ପୋଷ୍ଟର ଧରି ପ୍ରତିବାଦ କରୁଛନ୍ତି । ମାତ୍ର କଂଗ୍ରେସ ବିଧାୟକମାନେ ଘଣ୍ଟ, ତୁରୀ ଓ ହୁଇସିଲ୍ ବଜାଇ ପ୍ରତିବାଦ କରି ଗୃହ କାର୍ଯ୍ୟରେ କ୍ରମାଗତ ବାଧା ସୃଷ୍ଟି କରୁଥିଲେ ।

Politics
ବେଲଗାମ୍ ପ୍ରଶାସନ, ମାନୁନାହାନ୍ତି ସଚିବ: ଦିନଟିଏ ବି ଜିଲ୍ଲା ଗସ୍ତରେ ଯାଇନାହାନ୍ତି ୮ସଚିବ
ଆଇଏଏସ୍ ଅଫିସରମାନେ ଜିଲ୍ଲା ଗସ୍ତରେ ଯାଇ ରାତ୍ରି ରହଣୀ କରିବାରେ ଆଗ୍ରହ ଦେଖାଉନଥିବା, ଏପରିକି ପ୍ରାୟ ୧୦ଜଣ ସଚିବ(ବରିଷ୍ଠ ଆଇଏଏସ) ବିଗତ ୬ମାସ ମଧ୍ୟରେ ଦିନଟିଏ ବି ଜିଲ୍ଲା ଗସ୍ତରେ ଯାଇନଥିବାର ଅଭାବନୀୟ ଚିତ୍ର ପଦାକୁ ଆସିଛି ।

Politics
ଆଉ ନିର୍ବାଚନ ଲଢ଼ିବେ ନାହିଁ ନିରଞ୍ଜନ, ଅନ୍ୟ ବରିଷ୍ଠ ନେତାଙ୍କୁ ଦେଲେ ଇସାରା
ପୂର୍ବତନ ପିସିସି ସଭାପତି ନିରଞ୍ଜନଙ୍କ ବୟାନ ଏଭଳି ସମୟରେ ଆସିଛି ଯେତେବେଳେ କି ଦଳରେ ପୁରୁଖା ନେତାମାନଙ୍କୁ ଏକଜୁଟ କରିବାରେ ବର୍ତ୍ତମାନର ପିସିସି ସଭାପତି ଭକ୍ତଚରଣ ଦାସ ଲାଗି ପଡ଼ିଛନ୍ତି ।

Politics
କମେଡିଆନ କୁନାଲ କାମରାଙ୍କୁ ନେଇ ବିବାଦ: ଅପମାନ ନା ବାକ ସ୍ୱାଧୀନତା?
ନିଜର କମେଡି ପାଇଁ କାହାକୁ କ୍ଷମା ମାଗି ପାରିବେ ନାହିଁ। ଯଦି କୋର୍ଟ କହିବେ, ତା’ହେଲେ ସେ କ୍ଷମା ମାଗିବେ। ନିଜର ଗର୍ଦାର ମନ୍ତବ୍ୟ ପାଇଁ ମଧ୍ୟ କୁନାଲ ଅନୁତପ୍ତ ନୁହନ୍ତି ବୋଲି ପୁଲିସ୍କୁ କହିଛନ୍ତି।

Politics
ଷ୍ଟାଲିନଙ୍କ ସୀମା ପୁନଃ ନିର୍ଦ୍ଧାରଣ ବୈଠକକୁ କାହିଁକି ଆସିଲାନି TMC?
ଜନ ସଂଖ୍ୟା ଆଧାରରେ ସୀମା ପୁନଃନିର୍ଦ୍ଧାରଣ କାର୍ଯ୍ୟକ୍ରମ ୨୦୨୬ରୁ ଆରମ୍ଭ ହେଉଥିବା ବେଳେ ଏହାକୁ ଦକ୍ଷିଣ ଭାରତର ରାଜ୍ୟଗୁଡ଼ିକ ବିରୋଧ କରୁଛନ୍ତି।