ଗଡ଼ି ପଡ଼ିଲେ ବଡ଼ ନେତା ଆଉ ମନ୍ତ୍ରୀ |Election Results 2024 | BJD\'s heavy-weight leaders loses 2024 Election
Advertisment
ଚଳିତ ନିର୍ବାଚନରେ ରାଜ୍ୟର ୧୨ଜଣ ମନ୍ତ୍ରୀ ପରାଜିତ ହୋଇଛନ୍ତି । ବିଜେପିର ସମସ୍ତ ନବାଗତ(କେବେବି ବିଧାୟକ କି ସାଂସଦ ହୋଇନାହାନ୍ତି)ଙ୍କଠୁ ଏହି ମନ୍ତ୍ରୀମାନେ ପରାଜିତ ହୋଇଛନ୍ତି । ୧୧ଜଣ ମନ୍ତ୍ରୀ ନିଜେ ଲଢ଼ୁଥିବାବେଳେ ଜଣେ ମନ୍ତ୍ରୀ ଉଷା ଦେବୀ ତାଙ୍କର ପୁଅ ଚିନ୍ମୟାନନ୍ଦ ସ୍ୱରୂପଦେବଙ୍କୁ ନିର୍ବାଚନ ମଇଦାନକୁ ଓହ୍ଲାଇଥିଲେ । ଦେଖନ୍ତୁ ପୂରା ରିପୋର୍ଟ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us