ପ୍ରଥମ ଥର ପାଇଁ ହାରିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ବିଜେପି ପ୍ରାର୍ଥୀ ଲକ୍ଷ୍ମଣ ବାଗ ନବୀନ ପଟ୍ଟନାୟକଙ୍କୁ ପରାସ୍ତ କରିଛନ୍ତି।

Manoj Swain
  • Published: Wednesday, 05 June 2024
  • Updated: 05 June 2024, 01:32 PM IST

Sports

Latest News

ପ୍ରଥମ ଥର ପାଇଁ ହାରିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। କଣ୍ଟାବାଞ୍ଜି ନିର୍ବାଚନମଣ୍ଡଳୀରୁ ସେ ହାରିଛନ୍ତି। ବିଜେପି ପ୍ରାର୍ଥୀ ଲକ୍ଷ୍ମଣ ବାଗ ତାଙ୍କୁ ପରାସ୍ତ କରିଛନ୍ତି। ଚଳିତ ନିର୍ବାଚନରେ ନବୀନ ପଟ୍ଟନାୟକ ଗଞ୍ଜାମର ହିଞ୍ଜିଳି ଓ ବଲାଙ୍ଗିର କଣ୍ଟାବାଞ୍ଜିରୁ ନିର୍ବାଚନ ଲଢ଼ୁଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos