Advertisment

ପ୍ରଥମ ଥର ପାଇଁ ହାରିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ବିଜେପି ପ୍ରାର୍ଥୀ ଲକ୍ଷ୍ମଣ ବାଗ ନବୀନ ପଟ୍ଟନାୟକଙ୍କୁ ପରାସ୍ତ କରିଛନ୍ତି।

Advertisment

ପ୍ରଥମ ଥର ପାଇଁ ହାରିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। କଣ୍ଟାବାଞ୍ଜି ନିର୍ବାଚନମଣ୍ଡଳୀରୁ ସେ ହାରିଛନ୍ତି। ବିଜେପି ପ୍ରାର୍ଥୀ ଲକ୍ଷ୍ମଣ ବାଗ ତାଙ୍କୁ ପରାସ୍ତ କରିଛନ୍ତି। ଚଳିତ ନିର୍ବାଚନରେ ନବୀନ ପଟ୍ଟନାୟକ ଗଞ୍ଜାମର ହିଞ୍ଜିଳି ଓ ବଲାଙ୍ଗିର କଣ୍ଟାବାଞ୍ଜିରୁ ନିର୍ବାଚନ ଲଢ଼ୁଥିଲେ।

Advertisment
Naveen Patnaik BjD Odisha
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe