Advertisment

ଓଡ଼ିଶାରେ ନବୀନ ଯୁଗର ଅନ୍ତ ଘଟିଲା

୫ ଥରର ମୁଖ୍ୟମନ୍ତ୍ରୀ ଏବେ ପାଲଟିଗଲେ ଇତିହାସ । ଆଜି ରାଜଭବନରେ ପହଞ୍ଚି ଇସ୍ତଫା ଦେବା ପରେ ନବୀନ ପାଲଟି ଯାଇଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ।

Advertisment

ଓଡ଼ିଶାରେ ନବୀନ ଯୁଗର ଅନ୍ତ ଘଟିଲା। ୫ ଥରର ମୁଖ୍ୟମନ୍ତ୍ରୀ ଏବେ ପାଲଟିଗଲେ ଇତିହାସ । ଆଜି ରାଜଭବନରେ ପହଞ୍ଚି ଇସ୍ତଫା ଦେବା ପରେ ନବୀନ ପାଲଟି ଯାଇଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ। ଏଥିସହ ତାଙ୍କର ବର୍ତ୍ତମାନର ପରିଚୟ କେବଳ ବିଧାୟକ । ଦେଖନ୍ତୁ ପୁରା ରିପୋର୍ଟ। 

Advertisment
Odisha BjD Naveen Patnaik
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe