ବୈଜୟନ୍ତଙ୍କୁ ୧୦୧ ଲୋକସଭା ଆସନ ଦାୟିତ୍ୱ

ଉତ୍ତର ପ୍ରଦେଶର ୮୦, ଆସାମର ୧୪ ଓ ଦିଲ୍ଲୀର ୭ ଲୋକସଭା ଆସନ ଦାୟିତ୍ୱ ବୈଜୟନ୍ତଙ୍କ ଉପରେ ନ୍ୟସ୍ତ କରାଯାଇଛି ।

Manoj Swain
  • Published: Friday, 01 March 2024
  • Updated: 01 March 2024, 12:22 PM IST

Sports

Latest News

ସାଧାରଣ ନିର୍ବାଚନ ପାଇଁ ବିିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡାଙ୍କ ଉପରେ ଦଳ ଏଥର ଗୁରୁଦାୟିତ୍ୱ ଦେଇଛି। ବୈଜୟନ୍ତ ପଣ୍ଡାଙ୍କୁ ୧୦୧ ଲୋକସଭା ଆସନର ଦାୟିତ୍ୱ ମିଳିଛି। ଉତ୍ତର ପ୍ରଦେଶର ୮୦, ଆସାମର ୧୪ ଓ ଦିଲ୍ଲୀର ୭ ଲୋକସଭା ଆସନ ଦାୟିତ୍ୱ ବୈଜୟନ୍ତଙ୍କ ଉପରେ ନ୍ୟସ୍ତ କରାଯାଇଛି । ଏଥର ସାଧାରଣ ନିର୍ବାଚନରେ 'NDA ୪ଶହ ପାର' ଲକ୍ଷ୍ୟ ରଖିଥିବା ବେଳେ ବୈଜୟନ୍ତଙ୍କ ଦାୟିତ୍ୱରେ ସର୍ବାଧିକ ଆସନ ରହିଛି । ଦେଖନ୍ତୁ ପୂରା ରିପୋର୍ଟ। 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos