ବୈଜୟନ୍ତଙ୍କୁ 101 ଦାୟିତ୍ବ | Baijayant Panda Leads BJP\'s Election2024 | Odisha Reporter
Advertisment
ସାଧାରଣ ନିର୍ବାଚନ ପାଇଁ ବିିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡାଙ୍କ ଉପରେ ଦଳ ଏଥର ଗୁରୁଦାୟିତ୍ୱ ଦେଇଛି। ବୈଜୟନ୍ତ ପଣ୍ଡାଙ୍କୁ ୧୦୧ ଲୋକସଭା ଆସନର ଦାୟିତ୍ୱ ମିଳିଛି। ଉତ୍ତର ପ୍ରଦେଶର ୮୦, ଆସାମର ୧୪ ଓ ଦିଲ୍ଲୀର ୭ ଲୋକସଭା ଆସନ ଦାୟିତ୍ୱ ବୈଜୟନ୍ତଙ୍କ ଉପରେ ନ୍ୟସ୍ତ କରାଯାଇଛି । ଏଥର ସାଧାରଣ ନିର୍ବାଚନରେ 'NDA ୪ଶହ ପାର' ଲକ୍ଷ୍ୟ ରଖିଥିବା ବେଳେ ବୈଜୟନ୍ତଙ୍କ ଦାୟିତ୍ୱରେ ସର୍ବାଧିକ ଆସନ ରହିଛି । ଦେଖନ୍ତୁ ପୂରା ରିପୋର୍ଟ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us