Advertisment

ଭୋଟ୍‌ ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର ଏରୋଡ୍ରୋମ୍ ପ୍ରାଇମେରୀ ସ୍କୁଲର ୧୧୪ନଂ ବୁଥରେ ଭୋଟ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

Advertisment

ଆଜି ରାଜ୍ୟରେ ଜାରି ରହିଛି ତୃତୀୟ ପର୍ଯ୍ୟାୟ ଭୋଟିଂ । ଏହି ଅବସରରେ ଭୋଟ ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭୁବନେଶ୍ୱର ଏରୋଡ୍ରୋମ୍ ପ୍ରାଇମେରୀ ସ୍କୁଲର ୧୧୪ନଂ ବୁଥରେ ଭୋଟ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଗଣତନ୍ତ୍ରର ଏହି ମହାପର୍ବରେ ସମସ୍ତ ଭୋଟର ନିଜ ମତଦାନ ଅଧିକାର ସାବସ୍ତ୍ୟ କରିବାକୁ ସେ ଅପିଲ କରିଛନ୍ତି। ଖାସ କରି ଯୁବ ଭୋଟର ମାନେ ଭୋଟ ଦେବାକୁ ଆଗେଇ ଆସିବାକୁ ସେ ଆହ୍ୱାନ ଦେଇଛନ୍ତି।

Advertisment
Odisha Naveen Patnaik 2024 General Election Voting
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe