କ୍ଷମତାକୁ ଆସୁ ଆସୁ ପଦାରେ ପଡିଲା ଭୁବନେଶ୍ବରରେ ବିଜେପିର ଗୋଷ୍ଠୀ କନ୍ଦଳ । ଅପରାଜିତାଙ୍କ ସମର୍ଥକ ଓ ବିଜେପି କର୍ମୀଙ୍କ ମଧ୍ୟରେ ଠେଲାପେଲା, ଧସ୍ତାଧସ୍ତି, ହାତାହାତି । କାର୍ଯ୍ୟକ୍ରମକୁ ସାଂସଦ ଅପରାଜିତାଙ୍କୁ ଡକା ନ ଯିବା ନେଇ ଘଟିଲା ଏହି କାଣ୍ଡ । ବିଜେପି ଜିଲ୍ଲା ସଭାପତି ରଶ୍ମି ମହାପାତ୍ର ଓ ଢାଲିଙ୍କ ସହ ପଡୁନି କି ଅପରାଜିତାଙ୍କର ? ସଭାପତି ମନମୋହନ ସାମଲ କହିଲ ଖୁବ ଶ୍ରୀଘ୍ର ହେବ କାର୍ଯ୍ୟାନୁଷ୍ଠାନ । ଅପରାଜିତା କହିଲେ, ଘଟଣା ସଂପର୍କରେ ସେ କିଛି ଜାଣନ୍ତି ନାହିଁ।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
'ପରିସ୍ଥିତି ସୁଧାରିବାରେ ବିଫଳ'; ମଣିପୁର ସରକାରରୁ ସମର୍ଥନ ପ୍ରତ୍ୟାହାର କଲା ଏନପିପି
ମଣିପୁରରେ ବିଜେପି ସରକାରରୁ ସମର୍ଥନ ପ୍ରତ୍ୟାହାର କଲା ନ୍ୟାସନାଲ ପିପୁଲ୍ସ ପାର୍ଟି (ଏନପିପି)। ମୁଖ୍ୟମନ୍ତ୍ରୀ ବୀରେନ ସିଂହଙ୍କ ନେତୃତ୍ୱରେ ବିଜେପି ସରକାର ବର୍ତ୍ତମାନର ପରିସ୍ଥିତିର ମୁକାବିଲା କରିବାରେ ବିଫଳ ହୋଇଥିବା ଅଭିଯୋଗ କରିଛି ଏନପିପି।
Politics
ଦିଲ୍ଲୀ ରାଜନୀତି; କୈଳାଶ ଗଲେ ଅନିଲ ଆସିଲେ
ଅଶୋକ ଗେହଲଟ ଆପ୍ ଛାଡ଼ୁ ଛାଡ଼ୁ ଦଳରେ ଯୋଗ ଦେଇଛନ୍ତି ପୂର୍ବତନ ବିଜେପି ବିଧାୟକ ଅନିଲ ଝା।
Politics
ଇଡି-ସିବିଆଇ ଚାପରେ ଇସ୍ତଫା ଦେଇଛନ୍ତି କୈଳାଶ ଗେହଲଟ: ଆପ୍
ବିଧାନସଭା ନିର୍ବାଚନ ମଧ୍ୟରେ ଆପ୍ ଛାଡ଼ିଛନ୍ତି ଦଳର ବରିଷ୍ଠ ନେତା ତଥା ମନ୍ତ୍ରୀ କୈଳାଶ ଗେହଲଟ।