‘ମୋତେ ଚକ୍ରବ୍ୟୁହରେ ଫସାଇ ଦିଆଗଲା’

୨୦୦୯ରେ କେନ୍ଦ୍ରାପଡ଼ାରୁ ବିଜେଡି ଟିକେଟରେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ ସିପ୍ରା ମଲ୍ଲିକ। କିନ୍ତୁ ୨୦୧୪ ଓ ୨୦୧୯ରେ ତାଙ୍କୁ ଦଳ ଟିକେଟ ଦେଇ ନଥିଲା।

Manoj Swain
  • Published: Friday, 19 April 2024
  • Updated: 19 April 2024, 04:42 PM IST

Sports

Latest News

ବିଜେଡି ଛାଡ଼ି କଂଗ୍ରେସରେ ଯୋଗ ଦେଇଛନ୍ତି କେନ୍ଦ୍ରାପଡ଼ାର ପୂର୍ବତନ ବିଧାୟିକା ସିପ୍ରା ମଲ୍ଲିକ। ଭୁବନେଶ୍ୱରରେ କଂଗ୍ରେସ ଭବନରେ ପୂର୍ବତନ ପିସିସି ସଭାପତି ପ୍ରସାଦ ହରିଚନ୍ଦନ ଓ ବରିଷ୍ଠ ନେତା ପଞ୍ଚାନନ କାନୁନଗୋଙ୍କ ଉପସ୍ଥିତିରେ ସେ ଦଳରେ ଯୋଗ ଦେଇଥିଲେ। ସୂଚନାଯୋଗ୍ୟ, ୨୦୦୯ରେ କେନ୍ଦ୍ରାପଡ଼ାରୁ ବିଜେଡି ଟିକେଟରେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ ସିପ୍ରା ମଲ୍ଲିକ। କିନ୍ତୁ ୨୦୧୪ ଓ ୨୦୧୯ରେ ତାଙ୍କୁ ଦଳ ଟିକେଟ ଦେଇ ନଥିଲା। ଦଳ ଛାଡ଼ିବାପରେ ବିଜେଡି ନାଁରେ ସାଂଘାତିକ ଅଭିଯୋଗ ଆଣିଛନ୍ତି ସିପ୍ରା ମଲ୍ଲିକ। ତେବେ ସେ ଅଧିକ କଣ କହିଛନ୍ତି ଶୁଣନ୍ତୁ। 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos