ବିଜେଡି ମୋ ଗୁରୁତ୍ୱ ବୁଝିପାରିଲାନାହିଁ; ଆକାଶ

କୋରେଇର ପୂର୍ବତନ ବିଧାୟକ ତଥା ଅଭିନେତା ଆକାଶ ଦାସ ବିଜେଡିରୁ ଇସ୍ତଫା ଦେଇଛନ୍ତି।

Manoj Swain
  • Published: Sunday, 31 March 2024
  • Updated: 31 March 2024, 04:41 PM IST

Sports

Latest News

ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ବିଜେଡିକୁ ମିଳୁଛି ଗୋଟିଏ ପରେ ଗୋଟିଏ ଶକ୍ତ ଧକ୍କା। ଦଳ ଛାଡୁଛନ୍ତି ବିଜେଡିର ବରିଷ୍ଠ ନେତା ଓ ପୂର୍ବତନ ବିଧାୟକ। କୋରେଇର ପୂର୍ବତନ ବିଧାୟକ ତଥା ଅଭିନେତା ଆକାଶ ଦାସ ବିଜେଡିରୁ ଇସ୍ତଫା ଦେଇଛନ୍ତି। ସେ ବିଜେଡିର ପ୍ରାଥମିକ ସଦସ୍ୟତାରୁ ଇସ୍ତଫା ଦେଇଛନ୍ତି। ଦେଖନ୍ତୁ ପୂରା ରିପୋର୍ଟ। 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos