ବିଜେଡି ମୋ ଗୁରୁତ୍ୱ ବୁଝିପାରିଲାନାହିଁ; ଆକାଶ

  • Published: Sunday, 31 March 2024
  • , Updated: 31 March 2024, 04:41 PM IST

ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ବିଜେଡିକୁ ମିଳୁଛି ଗୋଟିଏ ପରେ ଗୋଟିଏ ଶକ୍ତ ଧକ୍କା। ଦଳ ଛାଡୁଛନ୍ତି ବିଜେଡିର ବରିଷ୍ଠ ନେତା ଓ ପୂର୍ବତନ ବିଧାୟକ। କୋରେଇର ପୂର୍ବତନ ବିଧାୟକ ତଥା ଅଭିନେତା ଆକାଶ ଦାସ ବିଜେଡିରୁ ଇସ୍ତଫା ଦେଇଛନ୍ତି। ସେ ବିଜେଡିର ପ୍ରାଥମିକ ସଦସ୍ୟତାରୁ ଇସ୍ତଫା ଦେଇଛନ୍ତି। ଦେଖନ୍ତୁ ପୂରା ରିପୋର୍ଟ। 

Related story