ବିଜେଡିରୁ ଇସ୍ତଫା ଦେଲେ ସୁଦର୍ଶନ ଜେନା

୨୦୦୯ରେ ସୁଦର୍ଶନ ଜେନା ବିଜେଡି ଟିକେଟରେ ରେମୁଣାରୁ ବିଧାନସଭାକୁ ନିର୍ବାଚିତ ହୋଇଥିଲେ।

Sudarshana Jena PhotoOR

ପୂର୍ବତନ ବିଧାୟକ ସୁଦର୍ଶନ ଜେନା

Jitendra Garnayak
  • Published: Friday, 08 March 2024
  • Updated: 08 March 2024, 05:07 PM IST

Sports

Latest News

ରେମୁଣାର ପୂର୍ବତନ ବିଧାୟକ ସୁଦର୍ଶନ ଜେନା ଆଜି ବିଜେଡିରୁ ଇସ୍ତଫା ଦେଇଛନ୍ତି। ସେ ତାଙ୍କ ଇସ୍ତଫାପତ୍ର ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିକଟକୁ ପଠାଇ ଦେଇଛନ୍ତି। ଅଣଦେଖା ଓ ଅପମାନିତ କରାଯାଇଥିବାରୁ ସେ ବିଜେଡିରୁ ଇସ୍ତଫା ଦେଇଥିବା ତାଙ୍କ ଇସ୍ତଫା ପତ୍ରରେ ଉଲ୍ଲେଖ କରିଛନ୍ତି।

୨୦୦୯ରେ ସୁଦର୍ଶନ ଜେନା ବିଜେଡି ଟିକେଟରେ ରେମୁଣାରୁ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ସେ ୫୫,୮୪୭ ଖଣ୍ଡ ଭୋଟ୍ ପାଇଥିଲେ। ତେବେ ୨୦୧୪ ନିର୍ବାଚନରେ ସେ ବିଜେପି ପ୍ରାର୍ଥୀ ଗୋବିନ୍ଦ ଚନ୍ଦ୍ର ଦାସଙ୍କ ଠାରୁ ୧୩ ହଜାରରୁ ଅଧିକ ଭୋଟ୍‌ରେ ପରାସ୍ତ ହୋଇଥିଲେ। ୨୦୧୯ରେ ବିଜେଡି ତାଙ୍କୁ ଟିକେଟ୍ ଦେଇ ନଥିଲା। ତାଙ୍କ ବଦଳରେ ଦଳ ସୁଧାଂଶୁ ଶେଖର ପରିଡ଼ାଙ୍କୁ ଟିକେଟ୍ ଦେଇଥିଲା ଓ ସେ ବିଜୟୀ ହୋଇଥିଲେ।

Also Read

୨୦୧୪ ନିର୍ବାଚନରେ ଦଳର କିଛି ଲୋକଙ୍କ ବିଶ୍ୱାସଘାତକତା ଯୋଗୁ ସେ ହାରି ଯାଇଥିଲେ ବୋଲି ତାଙ୍କ ଇସ୍ତଫାପତ୍ରରେ ଉଲ୍ଲେଖ କରିଛନ୍ତି। ତେବେ ଏଭଳି ସ୍ଥିତି ଉପୁଜିବା ସତ୍ତ୍ୱେ ସେ ଦଳ ପାଇଁ କାମ କରିଥିଲେ ବୋଲି ଲେଖିଛନ୍ତି। ଭଲ କାର୍ଯ୍ୟ କରିବା ସତ୍ତ୍ୱେ ଦଳର ଜିଲ୍ଲା ସଂଗଠନ ଓ ଏହାର ଦାୟିତ୍ୱରେ ରହିଥିବା ନେତାମାନେ ତାଙ୍କୁ ଅପମାନିତ ଓ ଅଣଦେଖା କରିଥିଲେ ବୋଲି ସୁଦର୍ଶନ ଜେନା ତାଙ୍କ ଇସ୍ତଫାପତ୍ରରେ ଉଲ୍ଲେଖ କରିଛନ୍ତି। ବିଧାୟକ ପ୍ରାର୍ଥୀ ଭାବେ ଟିକେଟ୍ ପାଇବାକୁ ଯୋଗ୍ୟ ହୋଇଥିବା ସତ୍ତ୍ୱେ ସେ ଦଳରେ ଏବେ ଅଦରକାରୀ ହୋଇପଡ଼ିଥିବାରୁ ଇସ୍ତଫା ଦେଉଛନ୍ତି ବୋଲି ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପାଖକୁ ପଠାଇଥିବା ଇସ୍ତଫା ପତ୍ରରେ ଦର୍ଶାଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story