କଂଗ୍ରେସରେ ମିଶିଲେ ପୂର୍ବତନ ସାଂସଦ ଜୟରାମ ପାଙ୍ଗୀ

୧୯୭୭ ମସିହାରେ ଜନତା ପାର୍ଟି ଟିକେଟ୍‌ରେ ଜୟରାମ ପାଙ୍ଗୀ ପ୍ରଥମେ ପଟ୍ଟାଙ୍ଗୀରୁ ବିଧାନସଭାକୁ ନିର୍ବାଚିତ ହୋଇଥିଲେ।

Jayaram Pangi and Sarat Patnaik PhotoOR

ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ସହିତ ଜୟରାମ ପାଙ୍ଗୀ।

Jitendra Garnayak
  • Published: Saturday, 02 December 2023
  • Updated: 02 December 2023, 04:44 PM IST

Sports

Latest News

କଂଗ୍ରେସରେ ଯୋଗ ଦେଇଛନ୍ତି କୋରାପୁଟର ପୂର୍ବତନ ସାଂସଦ ଜୟରାମ ପାଙ୍ଗୀ। ଆଜି ଭୁବନେଶ୍ୱରରେ କଂଗ୍ରେସ ଭବନରେ ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ଉପସ୍ଥିତିରେ ସେ ଦଳରେ ସାମିଲ ହୋଇଛନ୍ତି। ଏହି ଅବସରରେ କଂଗ୍ରେସର ଅନ୍ୟତମ ବରିଷ୍ଠ ନେତା ବିଜୟ ପଟ୍ଟନାୟକ, ନିରଞ୍ଜନ ପଟ୍ଟନାୟକ ଓ ପ୍ରସାଦ ହରିଚନ୍ଦନ ପ୍ରମୁଖ ଉପସ୍ଥିତ ଥିଲେ।

ଜୟରାମ ପାଙ୍ଗୀ କହିଛନ୍ତି ଯେ କଂଗ୍ରେସକୁ ଶକ୍ତିଶାଳୀ କରିବାକୁ ଓ ବିଜେଡି ସରକାରକୁ କ୍ଷମତାଚ୍ୟୁତ କରିବାକୁ ସେ ଏହି ଦଳରେ ଯୋଗ ଦେଇଛନ୍ତି। ରାଜ୍ୟକୁ ବଞ୍ଚାଇବାକୁ ହେଲେ ଆସନ୍ତା ନିର୍ବାଚନରେ ବିଜେଡିକୁ ଗାଦିଚ୍ୟୁତ କରିବାକୁ ପଡ଼ିବ ବୋଲି ସେ ରାଜ୍ୟବାସୀଙ୍କୁ ଅନୁରୋଧ କରି କହିଛନ୍ତି।

ଏହା ପୂର୍ବରୁ ଜୟରାମ ପାଙ୍ଗୀ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେସିଆରଙ୍କ ଦଳ ଭାରତ ରାଷ୍ଟ୍ର ସମିତି (BRS)ରେ ଥିଲେ। ତା’ ପୂର୍ବରୁ ସେ ବିଜେପି, ବିଜେଡି ଓ ଜନତା ଦଳରେ ଥିଲେ। ସେ ୪ ଥର ବିଧାନସଭାକୁ ଓ ଥରେ ଲୋକସଭାକୁ ନିର୍ବାଚିତ ହୋଇଥିଲେ।

Also Read

୧୯୭୭ ମସିହାରେ ଜନତା ପାର୍ଟି ଟିକେଟ୍‌ରେ ଜୟରାମ ପାଙ୍ଗୀ ପ୍ରଥମେ ପଟ୍ଟାଙ୍ଗୀରୁ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ୧୯୯୦ରେ ସେହି ଆସନରୁ ସେ ଦ୍ୱିତୀୟ ଥର ଜନତା ପାର୍ଟି ଟିକେଟ୍‌ରେ ବିଧାନସଭାକୁ ଯାଇଥିଲେ। ୨୦୦୦ ଓ ୨୦୦୪ରେ ସେ ବିଜେଡି ଟିକେଟରେ ପଟ୍ଟାଙ୍ଗୀ ଆସନରୁ ବିଧାନସଭାକୁ ନିର୍ବାଚିତ ହୋଇଥିଲେ।

୨୦୦୯ ସାଧାରଣ ନିର୍ବାଚନରେ ଜୟରାମ ପାଙ୍ଗୀଙ୍କୁ ବିଜେଡି କୋରାପୁଟ ଲୋକସଭା ଆସନରୁ ପ୍ରାର୍ଥୀ କରିଥିଲା। ସେ ଏହି ନିର୍ବାଚନରେ ବିଜୟୀ ହୋଇଥିଲେ। ୨୦୧୭ରେ ସେ ବିଜେଡି ଛାଡ଼ି ବିଜେପିରେ ମିଶିଥିଲେ। ୨୦୧୯ ସାଧାରଣ ନିର୍ବାଚନରେ ସେ ବିଜେପି ଟିକେଟ୍‌ରେ କୋରାପୁଟ ଲୋକସଭା ଆସନରୁ ପ୍ରାର୍ଥୀ ହୋଇ ପରାସ୍ତ ହୋଇଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story