ନୂଆ ‘ଓ’ ଆଗ ପରୀକ୍ଷା ପଛ। | Odisha Reporter
Advertisment
ନୂଆ ‘ଓ’ କାର୍ଯ୍ୟକ୍ରମ ପାଇଁ ଘୁଞ୍ଚିଲା ସମ୍ବଲପୁର ଜିଏମ୍ ୟୁନିଭରସିଟିର ପରୀକ୍ଷା। ଶନିବାର ଦିନ ଏହି ୟୁନିଭରସିଟିର ବିଭିନ୍ନ କ୍ଲାସର ପରୀକ୍ଷା ହେବାର ଥିଲା। କିନ୍ତୁ ସମ୍ବଲପୁର ମନ୍ଦୋଲିଆ ଗ୍ରାଉଣ୍ଡରେ ନୂଆ ‘ଓ’ କାର୍ଯ୍ୟକ୍ରମ ହେବାର ଅଛି। ତେଣୁ ପରୀକ୍ଷା ଘୁଞ୍ଚାଇବାକୁ ଜିଲ୍ଲା ପରିଷଦ ପକ୍ଷରୁ ୟୁନିଭରସିଟିକୁ ଚିଠି ଲେଖାଯାଇଛି। ଦେଖନ୍ତୁ ପୂରା ରିପୋର୍ଟ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us