Advertisment

କୋରାପୁଟରେ ମାଛ ଫଟାଇବେ ବିଜେଡି ଗଡ଼ !

ସାଧାରଣ ନିର୍ବାଚନ ପୂର୍ବରୁ ବଳ ଗୋଟାଇବାରେ ଲାଗିଛି ବିଜେପି ।

author-image
Manoj Swain

ବୁଧବାର ଦିନ ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଆୟୋଜିତ ମିଶ୍ରଣ ପର୍ବରେ କୋରାପୁଟ ଜିଲ୍ଲା ବିଜୁ ଜନତା ଦଳର ବରିଷ୍ଠ ନେତା ତଥା ଗତ ସାଧାରଣ ନିର୍ବାଚନରେ କୋରାପୁଟ ଆସନରୁ ବିଜେଡି ବିଧାୟକ ପ୍ରାର୍ଥୀ ରଘୁରାମ ମାଛ, ଜୟପୁର ନିର୍ବାଚନମଣ୍ଡଳୀର ବରିଷ୍ଠ ବିଜେଡି ନେତା ହିମାଂଶୁ ମହାପାତ୍ର ନିଜର ଶତାଧିକ ସମର୍ଥକଙ୍କ ଗହଣରେ ଆନୁଷ୍ଠାନିକ ଭାବେ ବିଜେପିରେ ସାମିଲ ହୋଇଥିଲେ । ସେହିଭଳି ସାଧାରଣ ନିର୍ବାଚନ ପୂର୍ବରୁ ବଳ ଗୋଟାଇବାରେ ଲାଗିଛି ବିଜେପି । 

Advertisment
Odisha BjD Bjp Koraput