ଦାମ ରାଉତଙ୍କ ଉପରୁ ହଟିଲା ବହିଷ୍କାର ଆଦେଶ

୨୦୧୮ରେ ବିଜେଡିରୁ ବହିଷ୍କୃତ ହୋଇଥିଲେ ଦାମ। ବିଜେଡିରୁ ବହିଷ୍କାର ପରେ ସେ ବିଜେପିରେ ଯୋଗ ଦେଇଥିଲେ।

Damodar

ଦାମୋଦର ରାଉତ

Jitendra Garnayak
  • Published: Monday, 01 January 2024
  • Updated: 01 January 2024, 01:47 PM IST

Sports

Latest News

ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ଦାମୋଦର ରାଉତଙ୍କ ଉପରୁ ହଟିଲା ବହିଷ୍କାର ଆଦେଶ। ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ତାଙ୍କ ଉପରକୁ ବହିଷ୍କାର ଆଦେଶ ଉଠାଇ ଦେଇଛନ୍ତି।

୨୦୧୮ରେ ବିଜେଡିରୁ ବହିଷ୍କୃତ ହୋଇଥିଲେ ଦାମ। ବିଜେଡିରୁ ବହିଷ୍କାର ପରେ ସେ ବିଜେପିରେ ଯୋଗ ଦେଇଥିଲେ। ୨୦୧୯ ନିର୍ବାଚନରେ ସେ ବିଜେପି ଟିକେଟରେ ବାଲିକୁଦା-ଏରସମାରୁ ଲଢ଼ି ହାରି ଯାଇଥିଲେ। ସେହି ବର୍ଷ ଅକ୍ଟୋବର ମାସରେ ସେ ବିଜେପିରୁ ଇସ୍ତଫା ଦେଇଥିଲେ।

ବିଜେଡି ବିଧାୟକ ତଥା ତାଙ୍କ ପୁଅ ସମ୍ବିତ ରାଉତ କହିଛନ୍ତି, ବହିଷ୍କାର ଆଦେଶ ଉଠାଇଥିବା ଯୋଗୁ ପୁଅ ହିସାବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଅଶେଷ ଧନ୍ୟବାଦ ଦେଉଛି। ବାପା ଅସୁସ୍ଥତା ଯୋଗୁ ହସ୍‌ପିଟାଲ୍‌ରେ ଅଛନ୍ତି। ବିଜେଡିରୁ ଦୂରେଇ ରହିବା ପରେ ସେ ମାନସିକ ସ୍ତରରେ ଭାଙ୍ଗି ପଡ଼ିଥିଲେ। ତାଙ୍କର ଗୋଟିଏ ଇଚ୍ଛା ଥିଲା ଯେ ସେ ମୃତ୍ୟୁ ପର୍ଯ୍ୟନ୍ତ ବିଜେଡି ଓ ନବୀନ ପଟ୍ଟନାୟକଙ୍କ ସେବା କରିବେ। ତାହା ପୂରଣ ହୋଇଛି। ସୁସ୍ଥ ହେଲେ ସେ ଆଗାମୀ ଦିନରେ ଜଗତସିଂହପୁରର ସମସ୍ତ ନିର୍ବାଚନ ମଣ୍ଡଳୀରେ ପ୍ରଚାର ମଧ୍ୟ କରିବେ।  

ସମ୍ବିତ ଆହୁରି କହିଛନ୍ତି ଯେ ବହିଷ୍କାର ଆଦେଶ ପ୍ରତ୍ୟାହାର ନେଇ ସେ ଦୁଇ ବର୍ଷ ତଳେ ୫ଟି ଅଧ୍ୟକ୍ଷ ଭି.କେ ପାଣ୍ଡିଆନଙ୍କୁ କହିଥିଲେ। ଏନେଇ ମୁଖ୍ୟମନ୍ତ୍ରୀଙ୍କୁ କହିବାକୁ ଅନୁରୋଧ କରିଥିଲେ। ସମୟ ସୁବିଧା ଦେଇ ପାଣ୍ଡିଆନ ମୁଖ୍ୟମନ୍ତ୍ରୀଙ୍କୁ କହିବେ ବୋଲି କହିଥିଲେ। ତେବେ ସେ ନିଜେ କେବେ ଏ ସଂପର୍କରେ ମୁଖ୍ୟମନ୍ତ୍ରୀଙ୍କୁ କହି ନଥିଲେ ବୋଲି ସମ୍ବିତ କହିଛନ୍ତି।  

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story