ଓଡ଼ିଶାବାସୀଙ୍କୁ ଧନ୍ୟବାଦ ଜଣାଇଲେ ମନମୋହନ ସାମଲ

ରାଜ୍ୟର ନବ ନିର୍ବାଚିତ ସମସ୍ତ ବିଜେପି ବିଧାୟକ, ସାଂସଦ ଏବଂ କେନ୍ଦ୍ରମନ୍ତ୍ରୀ ମାନଙ୍କୁ ସମ୍ବର୍ଦ୍ଧିତ କରିଛି ବିଜେପି ।

Manoj Swain
  • Published: Sunday, 30 June 2024
  • Updated: 30 June 2024, 02:44 PM IST

Sports

Latest News

ରାଜ୍ୟର ନବ ନିର୍ବାଚିତ ସମସ୍ତ ବିଜେପି ବିଧାୟକ, ସାଂସଦ ଏବଂ କେନ୍ଦ୍ରମନ୍ତ୍ରୀ ମାନଙ୍କୁ ସମ୍ବର୍ଦ୍ଧିତ କରିଛି ବିଜେପି । ଭୁବନେଶ୍ୱର ପ୍ରଦର୍ଶନୀ ପଡ଼ିଆରେ ଆୟୋଜିତ ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ଦୁଇ ଉପ ମୁଖ୍ୟମନ୍ତ୍ରୀଙ୍କ ସହ କେନ୍ଦ୍ରମନ୍ତ୍ରୀ ଉପସ୍ଥିତ ଥିଲେ । ଉତ୍ସବରେ କେନ୍ଦ୍ରୀୟ ନେତୃବୃନ୍ଦଙ୍କୁ କୃତଜ୍ଞତା ଜଣାଇଲେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ । ଏହି ଅବସରରେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ଅଧିକ କଣ କହିଛନ୍ତି ଶୁଣନ୍ତୁ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos