Advertisment

ପ୍ରତାପ ଦେବଙ୍କ ଆଗରେ ମୁଥ ମରାମରି !

ବାହାନଗା ବ୍ଲକ ପଥରପେଣ୍ଠ ପଞ୍ଚାୟତକୁ ଗତକାଲି ବିଜେଡିର ବାଲେଶ୍ୱର ପର୍ଯ୍ୟବେକ୍ଷକ ପ୍ରତାପ ଦେବଙ୍କ ଉପସ୍ଥିତରେ ନିଳଗିରି ବିଜେଡି ବିଧାୟକ ପ୍ରାର୍ଥୀ ସନ୍ତୋଷ ଖଟୁଆଙ୍କୁ ଧକ୍କା ମାରିଲେ ଦଳୀୟକର୍ମୀ । ତେବେ ଏହି ଭିଡିଓ ଏବେ ଭାଇରଲ ହେବାରେ ଲାଗିଛି ।

ଅଦ୍ୟତନ ହୋଇଛି

Odisha BjD
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe