Advertisment

'ମୋତେ ବଦନାମ କରିବା ପାଇଁ ଏପରି କାଣ୍ଡ ଭିଆଇଛନ୍ତି'

ସମ୍ବାଦିକ ସମ୍ମିଳନୀ କରି ସ୍ପଷ୍ଟୀକରଣ ରଖିଲେ ରେମୁଣା ବିଧାୟକ ସୁଧାଂଶୁ ଶେଖର ପରିଡ଼ା।

Advertisment

ବାଲେଶ୍ୱର ଜିଲ୍ଲା ସହଦେବ ଖୁଣ୍ଟାର ପୂର୍ବତନ ବିଜେଡି ନେତା ତନ୍ମୟ ମହାନ୍ତି ରବିବାର ଦିନ ମରଣାତ୍ମକ ଆକ୍ରମଣର ଶିକାର ହୋଇଥିଲେ। ତେବେ ଏହା ପଛରେ ରେମୁଣା ବିଧାୟକ ଓ ଜଣେ ଠିକାଦାରଙ୍କ ହାତ ଥିବା ପରି ସାଂଘାତିକ ଅଭିଯୋଗ କରିଥିଲେ ତନ୍ମୟ ମହାନ୍ତି । ଏନେଇ ସମ୍ବାଦିକ ସମ୍ମିଳନୀ କରି ସ୍ପଷ୍ଟୀକରଣ ରଖିଲେ ରେମୁଣା ବିଧାୟକ ସୁଧାଂଶୁ ଶେଖର ପରିଡ଼ା। ସେ ଅଧିକ କଣ କହିଛନ୍ତି ଶୁଣନ୍ତୁ। 

Advertisment
Balasore Odisha
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe