କଂଗ୍ରେସରେ ଯୋଗଦେଲେ ପୂର୍ବତନ ମୁଖ୍ୟ ଶାସନ ସଚିବ ବିଜୟ ପଟ୍ଟନାୟକ। କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖଡଗେ, ପିସିସି ସଭାପତି ଶରତ ପଟ୍ଟନାୟକ, ଓଡ଼ିଶା ପ୍ରଭାରୀ ଚେଲ୍ଲା କୁମାରଙ୍କ ଉପସ୍ଥିତିରେ କଂଗ୍ରେସରେ ସାମିଲ ହୋଇଛନ୍ତି ବିଜୟ ପଟ୍ଟନାୟକ। ନବୀନ ସରକାର ବିରୋଧରେ ମୁହଁ ଖୋଲିଛନ୍ତି ପୂର୍ବତନ ଶାସନ ସଚିବ ବିଜୟ ପଟ୍ଟନାୟକ କହିଲେ- ଓଡ଼ିଶାରେ ଦୁର୍ନୀତି ଓ କୁଶାସନ ଚାଲିଛି, ପ୍ରଶାସନ ଲୋକଙ୍କ ପାଖରେ ପହଞ୍ଚୁନାହିଁ, ଗଣତନ୍ତ୍ର ଚାଲିବ କେମିତି, ଓଡ଼ିଶା ପାଇଁ କିଛି କରିବାକୁ ଲକ୍ଷ୍ୟ ରଖିଛି, କଂଗ୍ରେସର ଉଦାରବାଦୀ ନୀତି ପାଇଁ ହାତ ଧରିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ମହାରାଷ୍ଟ୍ରରେ ସୁଶାସନର ବିଜୟ ହୋଇଛି କହିଲେ ମୋଦି, କଂଗ୍ରେସକୁ କଲେ ଟାର୍ଗେଟ
ମହାରାଷ୍ଟ୍ରରେ ସୁଶାସନ ଓ ସାମାଜିକ ନ୍ୟାୟର ବିଜୟ ହୋଇଛି କହିଲେ ମୋଦି। ମିଛ, ବିଭାଜନକାରୀ ଶକ୍ତି ଓ ପରିବାରବାଦର ହାର୍ ହୋଇଛି କହି ବିରୋଧୀଙ୍କୁ କଲେ ସମାଲୋଚନା।
Politics
ଶୁକ୍ରବାର 'ଲଲ'ଙ୍କ ବିରୋଧରେ FIR ଦେଇଥିଲେ; ଆଜି ଖାଲି ଥରୁଛନ୍ତି
ଶୁକ୍ରବାର ବବିଙ୍କ ଭାଇ ଲଲଙ୍କ ବିରୋଧରେ ଏଫ୍ଆଇଆର୍ ଦେଇଥିବା ପରିବା ବ୍ୟବସାୟୀଙ୍କ ୟୁ-ଟର୍ଣ୍ଣ। ବବିଙ୍କୁ ଭେଟିବା ପରେ ବଦଳାଇଲେ ମତ। କହିଲେ କାଲି ସବୁ ମିଛ କହିଥିଲି।
Politics
ଜେଏମଏମର ରାମଦାସଙ୍କ ଠାରୁ ହାରିଲେ ଚମ୍ପାଇ ସୋରେନଙ୍କ ପୁଅ
ବିଜେପି ତାଙ୍କୁ ପ୍ରଥମଥର ପାଇଁ ଘାଟଶିଳା ଆସନରୁ ପ୍ରାର୍ଥୀ କରିଥିଲା। ହେଲେ ତାଙ୍କୁ ଜେଏମଏମର ରାମଦାସ ସୋରେନଙ୍କ ଠାରୁ ହାରିବାକୁ ପଡ଼ିଛି।
Politics
ସୋରେନ ପରିବାରର ୩ ଜଣ ଜିତିଲେ, କିନ୍ତୁ ବିଜେପିରୁ ଲଢ଼ୁଥିବା ବଡ଼ ଭାଉଜ ହାରିଲେ
ଜେଏମଏମରୁ ବାହାରି ବିଜେପି ଟିକେଟରେ ଲଢ଼ୁଥିବା ହେମନ୍ତଙ୍କ ବଡ଼ ଭାଉଜ ଗୀତା ସୋରେନ ପରିବାରର ଏକମାତ୍ର ସଦସ୍ୟ ଭାବେ ପରାସ୍ତ ହୋଇଛନ୍ତି।