Advertisment

କଂଗ୍ରେସରେ ଯୋଗଦେଲେ ପୂର୍ବତନ ମୁଖ୍ୟ ଶାସନ ସଚିବ ବିଜୟ ପଟ୍ଟନାୟକ

କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖଡଗେ, ପିସିସି ସଭାପତି ଶରତ ପଟ୍ଟନାୟକ, ଓଡ଼ିଶା ପ୍ରଭାରୀ ଚେଲ୍ଲା କୁମାରଙ୍କ ଉପସ୍ଥିତିରେ କଂଗ୍ରେସରେ ସାମିଲ ହୋଇଛନ୍ତି ବିଜୟ ପଟ୍ଟନାୟକ।

Advertisment

କଂଗ୍ରେସରେ ଯୋଗଦେଲେ ପୂର୍ବତନ ମୁଖ୍ୟ ଶାସନ ସଚିବ ବିଜୟ ପଟ୍ଟନାୟକ। କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖଡଗେ, ପିସିସି ସଭାପତି ଶରତ ପଟ୍ଟନାୟକ, ଓଡ଼ିଶା ପ୍ରଭାରୀ ଚେଲ୍ଲା କୁମାରଙ୍କ ଉପସ୍ଥିତିରେ କଂଗ୍ରେସରେ ସାମିଲ ହୋଇଛନ୍ତି ବିଜୟ ପଟ୍ଟନାୟକ।  ନବୀନ ସରକାର ବିରୋଧରେ ମୁହଁ ଖୋଲିଛନ୍ତି ପୂର୍ବତନ ଶାସନ ସଚିବ ବିଜୟ ପଟ୍ଟନାୟକ କହିଲେ- ଓଡ଼ିଶାରେ ଦୁର୍ନୀତି ଓ କୁଶାସନ ଚାଲିଛି, ପ୍ରଶାସନ ଲୋକଙ୍କ ପାଖରେ ପହଞ୍ଚୁନାହିଁ, ଗଣତନ୍ତ୍ର ଚାଲିବ କେମିତି, ଓଡ଼ିଶା ପାଇଁ କିଛି କରିବାକୁ ଲକ୍ଷ୍ୟ ରଖିଛି, କଂଗ୍ରେସର ଉଦାରବାଦୀ ନୀତି ପାଇଁ ହାତ ଧରିଛି।  

Advertisment
Odisha Politics Odisha Congress Bijaya Patnaik
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe