Advertisment

ବିଜେଡିରେ ଯୋଗ ଦେଲେ ପାଣ୍ଡିଆନ

ନବୀନ ନିବାସରେ ଏକାଠି ହୋଇଛନ୍ତି ବିଜେଡିର ବରିଷ୍ଠ ନେତା।

author-image
Manoj Swain

ବିଜେଡିରେ ଯୋଗ ଦେଲେ ଭି.କେ ପାଣ୍ଡିଆନ। ନବୀନ ନିବାସରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ବିଜେଡିରେ ସାମିଲ ହୋଇଛନ୍ତି  5T ଓ ନବୀନ ଓଡ଼ିଶା ଅଧ୍ୟକ୍ଷ ଭିକେ ପାଣ୍ଡିଆନ୍‌ । ଏନେଇ ନବୀନ ନିବାସରେ ଏକାଠି ହୋଇଛନ୍ତି ବିଜେଡିର ବରିଷ୍ଠ ନେତା। 

Advertisment
Odisha BjD Naveen Patnaik Vk Pandian