ଶଙ୍ଖ ଓ ଫୁଲ ଛାଡ଼ିବା ପରେ ଏବେ ହାତ ଧରିବେ କୋରାପୁଟର ପୂର୍ବତନ ସାଂସଦ ଜୟରାମ ପାଙ୍ଗୀ। ନଭେମ୍ବର ୧୬ ତାରିଖରେ କଂଗ୍ରେସରେ ଯୋଗଦେବା ନେଇ ସୋଶାଲ୍ ମିଡିଆ ଫେସବୁକରେ ସୂଚନା ଦେଇଛନ୍ତି ଜୟରାମ। ଏନେଇ ଜୟରାମ ପାଙ୍ଗୀ କହିଛନ୍ତି, ଯଦି ଭବିଷ୍ୟତରେ କେଉଁ ଦଳକୁ ଯିବି, ତାହା ହେଲେ କଂଗ୍ରେସ ଦଳକୁ ଯିବି। ମୋ ବାପା କଂଗ୍ରେସରେ ଥିଲେ। ମୋ ପରିବାର ହେଉଛି କଂଗ୍ରେସ। ସେହି ଦୃଷ୍ଟିରୁ ମୁଁ କଂଗ୍ରେସରେ ସାମିଲ ହେବି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ବିଜେଡି ନେତାଙ୍କ ମୂଷା ଉପାକ୍ଷାନ
ମୂଷା ବଂଶ କ’ଣ ଲୋପ୍ କରାଯାଇପାରିବ ନାହିଁ କି ପ୍ରଶ୍ନରେ ସମ୍ୱିତ କହିଛନ୍ତି, ମୂଷା ବଂଶ କ’ଣ ନିପାତ ହୋଇପାରିବ? କାରଣ ସେମାନଙ୍କର ପ୍ରଜନନ କ୍ଷମତା ଅଧିକ। ତେଣୁ ସେମାନେ ରହିବେ। ସେମାନଙ୍କ ବଂଶ ଲୋକ କରିହେବନି।
Politics
ବିଜେପି ନେତାଙ୍କ ବିବାଦୀୟ ବୟାନ: କହିଲେ- ପ୍ରିୟଙ୍କାଙ୍କ ଗାଲ ଭଳି ରାସ୍ତା କରିଦେବି
ଦିଲ୍ଲୀର କାଲକାଜୀ ଆସନରେ ବିଜେପିରୁ ପ୍ରାର୍ଥୀ ହୋଇଛନ୍ତି ପୂର୍ବତନ ସାଂସଦ ରମେଶ ବିଧୁଡ଼ି। ପ୍ରିୟଙ୍କା ଗାନ୍ଧିଙ୍କୁ ନେଇ ଆପତ୍ତିଜନକ ମନ୍ତବ୍ୟ ପରେ ମାଗିଲେ କ୍ଷମା।
Politics
ଯାଜପୁର ଜିଲ୍ଲାରେ ରାଜନୈତିକ ରାବଣଙ୍କର ଅନ୍ତ ଘଟିଛି: ମୁଖ୍ୟମନ୍ତ୍ରୀ
ଯାଜପୁର ଜିଲ୍ଲାରେ ରାଜନୈତିକ ରାବଣଙ୍କର ଅନ୍ତ ଘଟିଛି। ବିରୋଧୀଙ୍କୁ ନିଶାନା କରି ଏଭଳି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଗତକାଲି ସଂଧ୍ୟାରେ ଯାଜପୁର ଧର୍ମଶାଳା ମହୋତ୍ସବରେ ଯୋଗଦେଇ ଏହା କହିଛନ୍ତି ମୁଖ୍ୟମନ୍ତ୍ରୀ।
Politics
ମୁଖ୍ୟମନ୍ତ୍ରୀଙ୍କ ପାଖରେ ପଡ଼ିଲା ଡ୍ରୋନ୍, ଦେଖନ୍ତୁ ଭିଡିଓ
ମୁଖ୍ୟମନ୍ତ୍ରୀଙ୍କ ମୁଣ୍ଡ ଉପରେ ଏଭଳି ଡ୍ରୋନ୍ ଉଡ଼ାଇବାକୁ କିଏ ଅନୁମତି ଦେଲା ଏବଂ କିପରି ଏହା ମୁଖ୍ୟମନ୍ତ୍ରୀଙ୍କ ପାଖରେ ଖସିପଡ଼ିଲା ସେନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।
Politics
କାହା ସୁରକ୍ଷାରେ ଅଛନ୍ତି ପାଣ୍ଡିଆନଙ୍କ ଅଫିସର ଟିମ୍, କାହିଁକି ବଦଳୁନି ବିଭାଗ: ସିଏମଓରେ ୬ମାସ ତିଷ୍ଠି ପାରିଲେନି ଡାକୁଆ
ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତି ପାଇଥିବା ୨୦୧୧ ବ୍ୟାଚ୍ ଓଡ଼ିଆ ଆଇଏଏସ୍ ଅରିନ୍ଦମ ଡାକୁଆ ୬ମାସ ବି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ(ସିଏମଓ)ରେ ତିଷ୍ଠି ପାରିଲେ ନାହିଁ। ଶ୍ରୀ ଡାକୁଆଙ୍କୁ କାହିଁକି ବଦଳି କରାଗଲା ଓ ତାଙ୍କ ବଦଳି ପଛରେ କେଉଁ ଅଦୃଶ୍ୟ କାରଣ ରହିଛି ତାକୁ ନେଇ ନାନାଦି ଚର୍ଚ୍ଚା ଲାଗି ରହିଛି ।