Advertisment

ଶେଷଯାତ୍ରାରେ ଦାମୋଦର ରାଉତ

୭ ଥରର ବିଧାୟକ ଭାବେ ନିର୍ବାଚିତ ହୋଇଥିବା ଦାମ ରାଉତ ୧୯୭୭ ମସିହାରେ ପ୍ରଥମ ଥର ପାଇଁ ଏରସମା ବିଧାନସଭା ନିର୍ବାଚନ ମଣ୍ଡଳୀରୁ ଜନତା ଦଳରୁ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ ।

Advertisment

ଆରପାରିରେ ଓଡ଼ିଶା ରାଜନୀତିର ମହାଦ୍ରୁମ ତଥା ବାକ୍ୟ ବାଣ ଭାବେ ପରିଚିତ ଡାକ୍ତର ଦାମୋଦର ରାଉତ। ୮୩ ବର୍ଷ ବୟସରେ ଭୁବନେଶ୍ୱରର ଏକ ଘରୋଇ ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ ପରଲୋକ ହୋଇଛି। ଆଜି ଭୋର ୫ଟା ୨୩ ମିନିଟରେ ଏହି ବର୍ଷୀୟାନ ନେତାଙ୍କ ପରଲୋକ ନେଇ ପରିବାର ପକ୍ଷରୁ ସୂଚନା ଦିଆଯାଇଛି। ୭ ଥରର ବିଧାୟକ ଭାବେ ନିର୍ବାଚିତ ହୋଇଥିବା ଦାମ ରାଉତ ୧୯୭୭ ମସିହାରେ ପ୍ରଥମ ଥର ପାଇଁ ଏରସମା ବିଧାନସଭା ନିର୍ବାଚନ ମଣ୍ଡଳୀରୁ ଜନତା ଦଳରୁ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ ।

Advertisment
Odisha Damodara Rout
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe