ବିଜୁ ଅନୁଗତଙ୍କୁ କାହିଁକି ଉପେକ୍ଷା କରୁଛି ବିଜେଡି ?

ଯାଜପୁର ଜିଲ୍ଲାର ଟାଣୁଆ ନେତା ଦେବାଶିଷ ନାୟକ ବିଜେଡି ଛାଡ଼ିଛନ୍ତି। ରବିବାର ଦିନ ସେ ପ୍ରାଥମିକ ସଦସ୍ୟପଦରୁ ଇସ୍ତଫା ଦେଇଥିଲେ।

Manoj Swain
  • Published: Tuesday, 27 February 2024
  • Updated: 27 February 2024, 12:00 PM IST

ଯାଜପୁର ଜିଲ୍ଲାର ଟାଣୁଆ ନେତା ଦେବାଶିଷ ନାୟକ ବିଜେଡି ଛାଡ଼ିଛନ୍ତି। ରବିବାର ଦିନ ସେ ପ୍ରାଥମିକ ସଦସ୍ୟପଦରୁ ଇସ୍ତଫା ଦେଇଥିଲେ। ତେବେ ବିଜେପିରେ ସାମିଲ୍ ହେବା ପରେ ବିଜେଡି ଉପରେ ବର୍ଷିଥିଲେ ବରୀର ପୂର୍ବତନ ବିଧାୟକ ଦେବାଶିଷ ନାୟକ। କହିଲେ, ପୂର୍ବରୁ ଦଳ ଯେଭଳି ଥିଲା, ଆଉ ସେଭଳି ହୋଇ ରହିନି। ବିଜେଡି ଆରମ୍ଭ ବେଳେ ମୁଁ ନବୀନବାବୁଙ୍କ ସାଙ୍ଗରେ ଥିଲି। ଦେଖନ୍ତୁ ପୂରା ରିପୋର୍ଟ। 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos