Advertisment

ବିଜୁ ଅନୁଗତଙ୍କୁ କାହିଁକି ଉପେକ୍ଷା କରୁଛି ବିଜେଡି ?

ଯାଜପୁର ଜିଲ୍ଲାର ଟାଣୁଆ ନେତା ଦେବାଶିଷ ନାୟକ ବିଜେଡି ଛାଡ଼ିଛନ୍ତି। ରବିବାର ଦିନ ସେ ପ୍ରାଥମିକ ସଦସ୍ୟପଦରୁ ଇସ୍ତଫା ଦେଇଥିଲେ।

Advertisment

ଯାଜପୁର ଜିଲ୍ଲାର ଟାଣୁଆ ନେତା ଦେବାଶିଷ ନାୟକ ବିଜେଡି ଛାଡ଼ିଛନ୍ତି। ରବିବାର ଦିନ ସେ ପ୍ରାଥମିକ ସଦସ୍ୟପଦରୁ ଇସ୍ତଫା ଦେଇଥିଲେ। ତେବେ ବିଜେପିରେ ସାମିଲ୍ ହେବା ପରେ ବିଜେଡି ଉପରେ ବର୍ଷିଥିଲେ ବରୀର ପୂର୍ବତନ ବିଧାୟକ ଦେବାଶିଷ ନାୟକ। କହିଲେ, ପୂର୍ବରୁ ଦଳ ଯେଭଳି ଥିଲା, ଆଉ ସେଭଳି ହୋଇ ରହିନି। ବିଜେଡି ଆରମ୍ଭ ବେଳେ ମୁଁ ନବୀନବାବୁଙ୍କ ସାଙ୍ଗରେ ଥିଲି। ଦେଖନ୍ତୁ ପୂରା ରିପୋର୍ଟ। 

Advertisment
Odisha BjD
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe