Advertisment

'ଆମେ ଏକାଠି ଆମେରିକା ଲଣ୍ଡନ ବୁଲୁଥିଲୁ'

ମହେଶ୍ୱର ମହାନ୍ତିଙ୍କ ବିୟୋଗ ମୋ ପାଇଁ ବହୁତ ବଡ଼ କ୍ଷତି ବୋଲି କହିଛନ୍ତି ବିଜେଡି ବିଧାୟକ ଦେବୀ ମିଶ୍ର।

Advertisment

ପୂର୍ବତନ ବାଚସ୍ପତି ତଥା ୫ଥରର ବିଧାୟକ ମହେଶ୍ୱର ମହାନ୍ତିଙ୍କ ପରଲୋକ। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ଆଜି ଭୋର ୩ଟା ୨୫ରେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ତାଙ୍କ ବିୟୋଗ ମୋ ପାଇଁ ବହୁତ ବଡ଼ କ୍ଷତି ବୋଲି କହିଛନ୍ତି ବିଜେଡି ବିଧାୟକ ଦେବୀ ମିଶ୍ର।

Advertisment
Maheswar Mohanty BjD Debiprasad Mishra Odisha
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe