ମୁଁ ତାଙ୍କଠାରୁ ରାଜନୀତି ଶିଖିଛି | BJP Jayant Sadangi Reacts | Odisha Reporter
ଆଉ ନାହାନ୍ତି ପୂର୍ବତନ ବାଚସ୍ପତି ତଥା ପୁରୀର ୫ ଥରର ବିଧାୟକ ମହେଶ୍ୱର ମହାନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୬୭ ବର୍ଷ ହୋଇଥିଲା। । ଗତ ୩୧ ତାରିଖରୁ ଚିକିତ୍ସାଧୀନ ଥିଲେ ଶ୍ରୀ ମହାନ୍ତି। ମହେଶ୍ୱର ଛାତ୍ର ଜୀବନରୁ ରାଜନୀତି ସହ ଜଡ଼ିତ ଥିଲେ । ୧୯୭୮ରୁ ୨୦୧୯ ମସିହା ପର୍ଯ୍ୟନ୍ତ ମହେଶ୍ୱର ନିର୍ବାଚିତ ଜନପ୍ରତିନିଧି ଭାବେ କାର୍ଯ୍ୟ କରିବାର ସୁଯୋଗ ପାଇଥିଲେ । ପୁରୀ ପୌର ପରିଷଦର ସଦସ୍ୟ ଓ ପରେ ଅଧ୍ୟକ୍ଷ ଏବଂ ୫ଥର ବିଧାୟକ ହୋଇଥିବା ମହେଶ୍ୱର ୨୦୧୯ ବିଧାନସଭା ନିର୍ବାଚନରେ ଜୟନ୍ତ କୁମାର ଷଡ଼ଙ୍ଗୀଙ୍କ ଠାରୁ ପରାଜିତ ହୋଇଥିଲେ । ଶୁଣନ୍ତୁ ଏନେଇ କଣ କହୁଛନ୍ତି ବିଜେପି ବିଧାୟକ ଜୟନ୍ତ କୁମାର ଷଡ଼ଙ୍ଗୀ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
