'ମୋର ବଡ଼ ଭାଇ ଭଳି ଥିଲେ ମହେଶ୍ୱର ମହାନ୍ତି'

  • Published: Tuesday, 07 November 2023
  • , Updated: 07 November 2023, 12:08 PM IST

ଆଉ ନାହାନ୍ତି ପୂର୍ବତନ ବାଚସ୍ପତି ତଥା ପୁରୀର ୫ ଥରର ବିଧାୟକ ମହେଶ୍ୱର ମହାନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୬୭ ବର୍ଷ ହୋଇଥିଲା। । ଗତ ୩୧ ତାରିଖରୁ ଚିକିତ୍ସାଧୀନ ଥିଲେ ଶ୍ରୀ ମହାନ୍ତି। ମହେଶ୍ୱର ଛାତ୍ର ଜୀବନରୁ ରାଜନୀତି ସହ ଜଡ଼ିତ ଥିଲେ । ୧୯୭୮ରୁ ୨୦୧୯ ମସିହା ପର୍ଯ୍ୟନ୍ତ ମହେଶ୍ୱର ନିର୍ବାଚିତ ଜନପ୍ରତିନିଧି ଭାବେ କାର୍ଯ୍ୟ କରିବାର ସୁଯୋଗ ପାଇଥିଲେ । ପୁରୀ ପୌର ପରିଷଦର ସଦସ୍ୟ ଓ ପରେ ଅଧ୍ୟକ୍ଷ ଏବଂ ୫ଥର ବିଧାୟକ ହୋଇଥିବା ମହେଶ୍ୱର ୨୦୧୯ ବିଧାନସଭା ନିର୍ବାଚନରେ ଜୟନ୍ତ କୁମାର ଷଡ଼ଙ୍ଗୀଙ୍କ ଠାରୁ ପରାଜିତ ହୋଇଥିଲେ । ଶୁଣନ୍ତୁ ଏନେଇ କଣ କହୁଛନ୍ତି ବିଜେପି ବିଧାୟକ ଜୟନ୍ତ କୁମାର ଷଡ଼ଙ୍ଗୀ। 

Related story