ପୂର୍ବତନ ବାଚସ୍ପତି ତଥା ୫ଥରର ବିଧାୟକ ମହେଶ୍ୱର ମହାନ୍ତିଙ୍କ ପରଲୋକ ହୋଇଯାଇଛି। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ଆଜି ଭୋର ୩ଟା ୨୫ରେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୬୭ ବର୍ଷ ହୋଇଥିଲା। । ଗତ ୩୧ ତାରିଖରୁ ଚିକିତ୍ସାଧୀନ ଥିଲେ ଶ୍ରୀ ମହାନ୍ତି। ବିଜେଡି କାର୍ଯ୍ୟାଳୟରେ ମହେଶ୍ୱର ମହାନ୍ତିଙ୍କ ପାର୍ଥିବ ଶରୀର। ଶେଷ ଦର୍ଶନ କରି ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଶେଷ ଦର୍ଶନ କରି ଶ୍ରଦ୍ଧାଞ୍ଜଳି ଜଣାଇଲେ ଦଳୀୟ ନେତୃବୃନ୍ଦ ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ଡିସେମ୍ବରରେ ମିଳିବ ନାହିଁ ସୁଭଦ୍ରା ଟଙ୍କା; ଯାଞ୍ଚ ପରେ ପାଇବେ ହିତାଧିକାରୀ
୨୦ ଲକ୍ଷରୁ ଅଧିକ ମହିଳାଙ୍କୁ ୪ର୍ଥ ପର୍ଯ୍ୟାୟରେ ସୁଭଦ୍ରା ଟଙ୍କା ମିଳିବ।
Politics
ଇଭିଏମ୍ ପ୍ରସଙ୍ଗରେ କଂଗ୍ରେସର ସାଥ ଦେଲେନି ଓମାର ଅବଦୁଲ୍ଲା
ଆଶା ଅନୁଯାୟୀ ଫଳାଫଳ ନମିଳିଲେ ଇଭିଏମ୍ ଉପରେ ପ୍ରଶ୍ନ ଉଠାଇବା ଭୁଲ୍ ବୋଲି କହିଲେ ଓମାର ଅବଦୁଲ୍ଲା। କଂଗ୍ରେସକୁ କଲେ ସମାଲୋଚନା।
Politics
ମହାରାଷ୍ଟ୍ରରେ ଛିଡ଼ିଲା ଅଙ୍କ; ମନ୍ତ୍ରୀ ଭାବେ ଶପଥ ନେଲେ ୩୯ ବିଧାୟକ
ମୁଖ୍ୟମନ୍ତ୍ରୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ନାଗପୁରରେ ମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବ। ଏହି ମନ୍ତ୍ରୀ ପରିଷଦର କାର୍ଯ୍ୟକାଳ ମାତ୍ର ଅଢ଼େଇ ବର୍ଷ ହେବ ବୋଲି ମିଳିଛି ସୂଚନା।
Politics
‘ଆଉ କେହି ନବୀନ ବାବୁଙ୍କୁ ଛାଡ଼ିବେନି’
‘ବିଜେପିର ରାଜ୍ୟସଭାରେ ସଂଖ୍ୟା ନାହିଁ। ତେଣୁ ସେମାନେ ଏଭଳି କାମ କରୁଛନ୍ତି।’
Politics
‘ଯେଉଁମାନେ ଦଳ ପାଇଁ କିଛି କରି ନାହାନ୍ତି, ସେମାନେ ଖସୁଛନ୍ତି’
ତୃଣମୂଳ ସ୍ତରରେ ବିଜେଡି ଏବେ ବି ସୁଦୃଢ଼ ରହିଛି ବୋଲି କହିଛନ୍ତି ପୂର୍ବତନ ବିଧାୟକ ସୁଧୀର ସାମଲ।