Advertisment

ଶେଷ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ

ଶେଷ ଦର୍ଶନ କରି ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଶେଷ ଦର୍ଶନ କରି ଶ୍ରଦ୍ଧାଞ୍ଜଳି ଜଣାଇଲେ ଦଳୀୟ ନେତୃବୃନ୍ଦ ।

Advertisment

ପୂର୍ବତନ ବାଚସ୍ପତି ତଥା ୫ଥରର ବିଧାୟକ ମହେଶ୍ୱର ମହାନ୍ତିଙ୍କ ପରଲୋକ ହୋଇଯାଇଛି। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ଆଜି ଭୋର ୩ଟା ୨୫ରେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୬୭ ବର୍ଷ ହୋଇଥିଲା। । ଗତ ୩୧ ତାରିଖରୁ ଚିକିତ୍ସାଧୀନ ଥିଲେ ଶ୍ରୀ ମହାନ୍ତି। ବିଜେଡି କାର୍ଯ୍ୟାଳୟରେ ମହେଶ୍ୱର ମହାନ୍ତିଙ୍କ ପାର୍ଥିବ ଶରୀର। ଶେଷ ଦର୍ଶନ କରି ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଶେଷ ଦର୍ଶନ କରି ଶ୍ରଦ୍ଧାଞ୍ଜଳି ଜଣାଇଲେ ଦଳୀୟ ନେତୃବୃନ୍ଦ ।

Advertisment
Naveen Patnaik BjD Maheswar Mohanty Odisha
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe