କାହିଁକି ବିଜେପି ଛାଡ଼ିଲେ ପ୍ରକାଶ ବେହେରା ?

ବିଜେପିରୁ ଆଜି ଇସ୍ତଫା ଦେଇଛନ୍ତି ସାଲେପୁରର ପୂର୍ବତନ ବିଧାୟକ ପ୍ରକାଶ ବେହେରା।

Manoj Swain
  • Published: Friday, 29 March 2024
  • Updated: 29 March 2024, 06:13 PM IST

Sports

Latest News

ବିଜେପିରୁ ଆଜି ଇସ୍ତଫା ଦେଇଛନ୍ତି ସାଲେପୁରର ପୂର୍ବତନ ବିଧାୟକ ପ୍ରକାଶ ବେହେରା। ସେ ଦଳର କଟକ ଜିଲ୍ଲା ସଭାପତି ଥିଲେ। ସେ ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ତେବେ ସେ କାହିଁକି ଦଳ ଛାଡ଼ିଲେ? ଏନେଇ ଗଣମାଧ୍ୟମ ଆଗରେ ନିଜର ପ୍ରତିକ୍ରିୟା ରଖିଛନ୍ତି ପ୍ରକାଶ ବେହେରା। ଦେଖନ୍ତୁ ପୂରା ରିପୋର୍ଟ। 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos