Advertisment

ବିଜେଡି ଛାଡ଼ିଲେ ରାସେଶ୍ୱରୀ ପାଣିଗ୍ରାହୀ

'ଯାହାକୁ ଅଯୋଗ୍ୟ କହି ବରଖାସ୍ତ କରିଥିଲେ, ତାଙ୍କୁ ଟିକେଟ ଦେଲେ। ସମ୍ବଲପୁରରେ କ’ଣ ନେତା ନାହାନ୍ତି, ବାହାରୁ ଆଣି ଲଢ଼ାଉଛନ୍ତି।'

ଅଦ୍ୟତନ ହୋଇଛି
Advertisment

ବିଜେଡିରୁ ଇସ୍ତଫା ଦେଲେ ସମ୍ବଲପୁରର ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀ। ସେ ଦଳର ପ୍ରାଥମିକ ସଦସ୍ୟ ସହ ସମସ୍ତ ପଦରୁ ଇସ୍ତଫା ଦେଇଛନ୍ତି। ବିଜେଡିରୁ ଇସ୍ତଫା ଦେବା ପରେ ସାମ୍ବାଦିକ ସମ୍ମିଳନୀ କରି ରାସେଶ୍ୱରୀ ପାଣିଗ୍ରାହୀ କହିଥିଲେ, ସମ୍ବଲପୁରର ସ୍ୱାଭିମାନ ଓ ଅସ୍ମିତା ପାଇଁ ବିଜେଡି ଛାଡ଼ିଲି। ଯାହାକୁ ଅଯୋଗ୍ୟ କହି ବରଖାସ୍ତ କରିଥିଲେ, ତାଙ୍କୁ ଟିକେଟ ଦେଲେ। ସମ୍ବଲପୁରରେ କଣ ନେତା ନାହାନ୍ତି, ବାହାରୁ ଆଣି ପ୍ରାର୍ଥୀ କରୁଛନ୍ତି। ଦଳ ଯେଉଁ ନିଷ୍ପତ୍ତି ନେଲା ତାହା ସମ୍ବଲପୁର ପାଇଁ ଅବମାନନା। ସମ୍ବଲପୁରକୁ ଅଣଦେଖା କରାଗଲା। ତାହା ମୋତେ ବାଧିଛି। ତେବେ ସେ ଅଧିକ କଣ କହିଛନ୍ତି ଶୁଣନ୍ତୁ। 

Advertisment
BjD Odisha Sambalpur
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe