୨୦୧୨ ବ୍ୟାଚ୍ ଆଇଏଏସ୍ ଗଣେଶ୍ୱର ଜେନା ରାଜ୍ୟ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓଙ୍କ ବ୍ୟକ୍ତିଗତ ସଚିବ ଭାବେ ଦାୟିତ୍ୱ ତୁଲାଇବେ । ଆଜି ତାଙ୍କୁ କୃଷି ଓ କୃଷକ ସଶକ୍ତିକରଣ ବିଭାଗର ଅତିରିକ୍ତ ସଚିବ ଭାବେ ବଦଳି କରାଯାଇଛି । ଶ୍ରୀ ଜେନା ଏବେ ଓଡ଼ିଶା ରାଜ୍ୟ ପଣ୍ୟାଗାର ନିଗମର ପରିଚାଳନା ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରୁଛନ୍ତି ।
Also Read
ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ୨୦୧୨ ବ୍ୟାଚ୍ ଆଇଏଏସ୍ ଗଣେଶ୍ୱର ଜେନାଙ୍କୁ କୃଷି ବିଭାଗର ଅତିରିକ୍ତ ସଚିବ ଭାବେ ବଦଳି କରାଯାଇଛି । ଶ୍ରୀ ଜେନା ଉପମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭାବେ ଅତିରିକ୍ତ ଦାୟିତ୍ୱ ମଧ୍ୟ ତୁଲାଇବେ । ଉପମୁଖ୍ୟମନ୍ତ୍ରୀଙ୍କ ପାଖରେ କୃଷି ଓ ଶକ୍ତି ବିଭାଗ ରହିଛି ।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କଂଗ୍ରେସକୁ ତାୱଡେଙ୍କ ନୋଟିସ୍; କ୍ଷମା ମାଗ, ନଚେତ୍...
ମଲ୍ଲିକାର୍ଜୁନ ଖଡଗେ, ରାହୁଲ ଗାନ୍ଧି ଏବଂ ସୁପ୍ରିୟା ଶ୍ରୀନେଟଙ୍କ ବିରୁଦ୍ଧରେ ଶହେ କୋଟି ଟଙ୍କାର ମାନହାନୀ ମାମଲା ରୁଜୁ କରିବାକୁ ଚେତାବନୀ ଦେଇଛନ୍ତି ବିଜେପି ନେତା ବିନୋଦ ତାୱଡେ।
Politics
ନିର୍ବାଚନ ପୂର୍ବରୁ ଆପ୍ର ‘ରାବିଡି ପେ ଚର୍ଚ୍ଚା’, ଦେଲା ୭ ପ୍ରତିଶ୍ରୁତି
କେଜ୍ରିୱାଲଙ୍କ କହିବା କଥା ଯେ ଦଳର ଜିଲ୍ଲା ଓ ବୁଥ ସ୍ତରୀୟ କର୍ମକର୍ତ୍ତାମାନେ ୬୫ ହଜାର ମିଟିଂ ଜରିଆରେ ଭୋଟରଙ୍କ ପାଖରେ ପହଞ୍ଚିବେ।
National
ଆମେରିକା ଏଜେନ୍ସିର ଅଭିଯୋଗ, ୨୦୨୧ରେ ଜଗନ ରେଡ୍ଡୀଙ୍କୁ ଲାଞ୍ଚ ପ୍ରତିଶ୍ରୁତି ଦେଇଥିଲେ ଆଦାନୀ
ଆମେରିକାର ସିକ୍ୟୁରିଟି ଆଣ୍ଡ ଏକ୍ସଚେଞ୍ଜ କମିଶନ (SEC) ଏହି ଅଭିଯୋଗ ଆଣିଛି।
Politics
‘ମୋତେ ମାରିଦେଇଥା’ନ୍ତେ’
‘ପିଏସ୍ଓଠାରୁ ପିସ୍ତଲ ଛଡ଼ାଇ ମୋତେ ଫାୟାରିଂ କରିଥାନ୍ତେ। କୌଣସି ପ୍ରକାରେ ପିଏସ୍ଓ ସେମାନଙ୍କ କବଳରୁ ଖସିଯାଇଥିଲେ।’
Politics
ରାହୁଲଙ୍କ ସାମ୍ବାଦିକ ସମ୍ମିଳନୀ ବେଳେ କଟିଲା ବିଜୁଳି, ବିଜେପି କହିଲା- ଜୟରାମ କାଢ଼ିଥିଲେ ପ୍ଲଗ
ମାଇକ ବନ୍ଦ ହୋଇଯିବାରୁ ରାହୁଲ ଗାନ୍ଧି ଏଥିପାଇଁ ଆଦାନୀ ପାୱାର ଓ ମୋଦି ପାୱାର କଥା କହି କଟାକ୍ଷ କରିଥିଲେ।