ଗଣେଶ୍ୱର ଜେନା ଉପମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ

ଶ୍ରୀ ଜେନା ଏବେ ଓଡ଼ିଶା ରାଜ୍ୟ ପଣ୍ୟାଗାର ନିଗମର ପରିଚାଳନା ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରୁଛନ୍ତି।

kanak vardhan singh deo

ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ

Ordigital Desk
  • Published: Thursday, 04 July 2024
  • Updated: 04 July 2024, 10:25 PM IST

Sports

Latest News

୨୦୧୨ ବ୍ୟାଚ୍ ଆଇଏଏସ୍ ଗଣେଶ୍ୱର ଜେନା ରାଜ୍ୟ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓଙ୍କ ବ୍ୟକ୍ତିଗତ ସଚିବ ଭାବେ ଦାୟିତ୍ୱ ତୁଲାଇବେ । ଆଜି ତାଙ୍କୁ କୃଷି ଓ କୃଷକ ସଶକ୍ତିକରଣ ବିଭାଗର ଅତିରିକ୍ତ ସଚିବ ଭାବେ ବଦଳି କରାଯାଇଛି । ଶ୍ରୀ ଜେନା ଏବେ ଓଡ଼ିଶା ରାଜ୍ୟ ପଣ୍ୟାଗାର ନିଗମର ପରିଚାଳନା ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରୁଛନ୍ତି ।

Also Read

ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ୨୦୧୨ ବ୍ୟାଚ୍ ଆଇଏଏସ୍ ଗଣେଶ୍ୱର ଜେନାଙ୍କୁ କୃଷି ବିଭାଗର ଅତିରିକ୍ତ ସଚିବ ଭାବେ ବଦଳି  କରାଯାଇଛି । ଶ୍ରୀ ଜେନା ଉପମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭାବେ ଅତିରିକ୍ତ ଦାୟିତ୍ୱ ମଧ୍ୟ ତୁଲାଇବେ । ଉପମୁଖ୍ୟମନ୍ତ୍ରୀଙ୍କ ପାଖରେ କୃଷି ଓ ଶକ୍ତି ବିଭାଗ ରହିଛି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story