kanak vardhan singh deo
୨୦୧୨ ବ୍ୟାଚ୍ ଆଇଏଏସ୍ ଗଣେଶ୍ୱର ଜେନା ରାଜ୍ୟ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓଙ୍କ ବ୍ୟକ୍ତିଗତ ସଚିବ ଭାବେ ଦାୟିତ୍ୱ ତୁଲାଇବେ । ଆଜି ତାଙ୍କୁ କୃଷି ଓ କୃଷକ ସଶକ୍ତିକରଣ ବିଭାଗର ଅତିରିକ୍ତ ସଚିବ ଭାବେ ବଦଳି କରାଯାଇଛି । ଶ୍ରୀ ଜେନା ଏବେ ଓଡ଼ିଶା ରାଜ୍ୟ ପଣ୍ୟାଗାର ନିଗମର ପରିଚାଳନା ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରୁଛନ୍ତି ।
ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ୨୦୧୨ ବ୍ୟାଚ୍ ଆଇଏଏସ୍ ଗଣେଶ୍ୱର ଜେନାଙ୍କୁ କୃଷି ବିଭାଗର ଅତିରିକ୍ତ ସଚିବ ଭାବେ ବଦଳି କରାଯାଇଛି । ଶ୍ରୀ ଜେନା ଉପମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭାବେ ଅତିରିକ୍ତ ଦାୟିତ୍ୱ ମଧ୍ୟ ତୁଲାଇବେ । ଉପମୁଖ୍ୟମନ୍ତ୍ରୀଙ୍କ ପାଖରେ କୃଷି ଓ ଶକ୍ତି ବିଭାଗ ରହିଛି ।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us/odisha-reporter/media/post_attachments/uploadimage/library/16_9/16_9_0/IMAGE_1720112130.jpg)