ଗ୍ୟାଙ୍ଗଷ୍ଟର ଟିଟୋର ସହଯୋଗୀ ଜ୍ୟୋତିକାନ୍ତ ପରିଡ଼ା ଓରଫ ବାପୁ ହେଉଛନ୍ତି ଜଗତସିଂହପୁର ଜିଲ୍ଲା ବିଜେଡି ଉପସଭାପତି। ଜ୍ୟୋତିକାନ୍ତଙ୍କୁ ଦାୟିତ୍ୱ ମିଳିବା ପରେ ବିଜେଡି ମଧ୍ୟରେ ଅନ୍ତଃକନ୍ଦଳ ସୃଷ୍ଟି ହୋଇଛି। ଜ୍ୟୋତିକାନ୍ତଙ୍କୁ ଖୋଲାଖୋଲି ବିରୋଧ କରିବା ସହ ଅସନ୍ତୋଷ ଝାଡ଼ିଛନ୍ତି ପାରାଦୀପ ବିଧାୟକ ସମ୍ବିତ ରାଉତରାୟ। ଏନେଇ ପୂର୍ବତନ ଜିଲ୍ଲା ସଭାପତି ତଥା ସରକାରୀ ଦଳ ମୁଖ୍ୟ ସଚେତକ ପ୍ରଶାନ୍ତ ମୁଦୁଲିଙ୍କ ଆଡ଼କୁ ଅଙ୍ଗୁଳି ଉଠାଇଛନ୍ତି ସମ୍ବିତ ରାଉତରାୟ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ଆଜିଠୁ ମୁଖ୍ୟମନ୍ତ୍ରୀଙ୍କ ୩ ଦିନିଆ କେନ୍ଦୁଝର ଗସ୍ତ
ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପାଇଁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି।
Politics
ସରକାରଙ୍କ ୧୦୦ ଦିନର ହିସାବ ଦେଲେ, ୫ ବର୍ଷର ରୋଡମ୍ୟାପ୍ ରଖିଲେ ମୁଖ୍ୟମନ୍ତ୍ରୀ
ମୋହନ ସରକାରଙ୍କ ୧୦୦ଦିନ କାର୍ଯ୍ୟକାଳ ପୂରଣ ଉପଲକ୍ଷେ ଆଜି ପୁରୀରେ ରାଜ୍ୟସ୍ତରୀୟ ଉତ୍ସବରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଥିଲେ ଯେ, ୧୦୦ଦିନର କାର୍ଯ୍ୟକାଳରେ ଆମେ ସମସ୍ତ ପ୍ରମୁଖ ପ୍ରତିଶ୍ରୁତି ପାଳନ କରିପାରିଛୁ ।
Politics
ମୋହନ ସରକାରରେ ପ୍ରଥମ: ଦୁର୍ନୀତିଗ୍ରସ୍ତ ବରିଷ୍ଠ ରାଜସ୍ୱ ସହାୟକ ବରଖାସ୍ତ
ଭିଜିଲାନ୍ସ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ଛେଣ୍ଡିପଦା ତହସିଲର ପୂର୍ବତନ ବରିଷ୍ଠ କିରାଣୀ ଲମ୍ବୋଦର ବେହେରା ଯିଏକି ଏବେ ଅନୁଗୋଳ ଡିପିଏମୟୁରେ ବରିଷ୍ଠ ରାଜସ୍ୱ ସହାୟକ ଭାବେ କାର୍ଯ୍ୟ କରୁଛନ୍ତି ତାଙ୍କୁ ଭିଜିଲାନ୍ସ ମାମଲାରେ ଚାକିରିରୁ ବରଖାସ୍ତ କରାଯାଇଛି।
Politics
ସଂକଳ୍ପପତ୍ର ଆମ ପାଇଁ ଧର୍ମଗ୍ରନ୍ଥ: ମୁଖ୍ୟମନ୍ତ୍ରୀ
ଆଜି ଶହେ ଦିନ ପୂର୍ତ୍ତି ଉତ୍ସବ କାର୍ଯ୍ୟକ୍ରମକୁ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। କାର୍ଯ୍ୟକ୍ରମରେ ରାଜ୍ୟ କ୍ୟାବିନେଟ, କେନ୍ଦ୍ରମନ୍ତ୍ରୀ, ବିଧାୟକ ଏବଂ ସାଂସଦ ସାମିଲ ଥିଲେ ।